Advertisement

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ନିୟନ୍ତ୍ରଣ ଅଛି: ତହସିଲଦାର

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.): ମହାମାରୀ କରୋନା ସମଗ୍ର ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି l ରାଜ୍ୟର ଅନ୍ୟ ଜିଲାଠାରୁ ଗଞ୍ଜାମ ଜିଲାରେ ସବୁଠାରୁ ଅଧିକ ପ୍ରଭାବ ପକାଇଛି ଏହି ଭୟାଭୟ କରୋନା। ଏଠାରେ ଦୈନଦିନ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ବାହାରୁଥିବା ବେଳେ ଏହାକୁ ନେଇ ଏବେ ଜିଲା ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଅପରପକ୍ଷେ ଜିଲାର ଅନ୍ୟ ବ୍ଲକଠାରୁ ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ନିୟନ୍ତ୍ରଣ ଥିବା କହିଛନ୍ତି ତହସିଲଦାର ଅବନୀ କୁମାର ସାହୁ। ଏଠି କାଁ ଭାଁ ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ସେ କହିଛନ୍ତି। ଯଦି କୌଣସି ବ୍ୟକ୍ତିଙ୍କ କରୋନା ଲକ୍ଷଣ ଦେଖାଯାଏ, ତାହେଲେ ସଙ୍ଗେ ସଙ୍ଗେ ଉକ୍ତ ଅଞ୍ଚଳକୁ ସିଲ କରାଯିବା ସହ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ତହସିଲଦାର କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ଯୋଗୁ ଓହ୍ଲାଇ ପାରିଲାନି ବିମାନ: ଆକାଶ ମାର୍ଗରୁ ଫେରିଲେ ମୁଖ୍ୟଶାସନ ସଚିବ

ବଲାଙ୍ଗୀର ଅଫିସ,୨୨ା୮: ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ବୁଧବାର ବଲାଙ୍ଗୀର ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା । ସକାଳ ପ୍ରାୟ ସାଢ଼େ...

ସୋରଡା ଅଞ୍ଚଳରେ ଘରଘର ବୁଲି ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ସ୍ବାସ୍ଥ୍ୟ ଟିମ୍‌ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛି। ଶିକ୍ଷକ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନେ...

ଶ୍ରମିକଙ୍କ ସମସ୍ୟା ବୁଝିବାକୁ ନୋଡାଲ ଅଫିସର ନିଯୁକ୍ତି କର

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନକୁ ମେ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟର...

ଅକ୍ଟୋବର ୭ରୁ ଅଗ୍ନିପଥ ଯୋଜନାରେ ନିଯୁକ୍ତି ରାଲି

କଟକ ଅଫିସ, ୧୦ା୮: ଭାରତ ସରକାରଙ୍କ ଅଗ୍ନିପଥ ଯୋଜନାରେ ସୈନ୍ୟ ବାହିନୀରେ ନିଯୁକ୍ତି ରାଲି ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଆସନ୍ତା ଅକ୍ଟୋବର ୭ରୁ ୧୪ ତାରିଖ...

ଅନୈତିକ ସମ୍ପର୍କ ପାଇଁ ପ୍ରଥମ ସ୍ବାମୀଙ୍କୁ ହାଣି ଦେଲେ

ରିଆମାଳ,୧୮।୩(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଛତାବର ଗାଁ ନିକଟସ୍ଥ ବଡ଼ଖୋଲ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ।...

ଡ୍ୟାମ୍‌ ନିକଟ ପାହାଡ଼, ଗାର୍ଡଓ୍ବାଲରୁ ଚୋରି ହେଉଛି ପଥର

ତେନ୍ତୁଳିଖୁଣ୍ଟି, ୭।୧୧(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କପୁର ବାରିଆଘାଟ, ଦେଓପାଲିରେ ବନ୍ଧ ରହିଛି। କୋରାପୁଟ ଜିଲାର ମୁରାନରେ ମଧ୍ୟ ଏକ ବନ୍ଧ ରହିଛି। ଚାରୋଟି ଯାକ...

ବିଦ୍ୟୁତ୍‌ ଫାଶରେ ପଡ଼ି ଦନ୍ତାହାତୀ ମୃତ

ଅନୁଗୋଳ ଅଫିସ,୨୮।୮: ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡର...

ପବିତ୍ର ପଞ୍ଚକ ବ୍ରତ ଆରମ୍ଭ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ସୋରଡା,୪।୧୧(ଡି.ଏନ୍‌.ଏ.): ପବିତ୍ର କାର୍ତ୍ତିକ ମାସର ପଞ୍ଚକ ଆରମ୍ଭ ହୋଇଛି। ଶୁକ୍ରବାର ବଡ଼ ଏକାଦଶୀରେ ଜଗନ୍ନାଥଙ୍କ ଦୁର୍ଲଭ ବେଶ, ଆଳତି ଦେଖିବାକୁ ଭୋରରୁ ମହିଳାଙ୍କ ଭଡ଼ ଦେଖିବାକୁ...

Advertisement
Archives

Model This Week