ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭ ହଜାରକୁ ବୃଦ୍ଧି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୪ ଜଣ ଥିବା ବେଳେ ଅନୁଗୋଳ ଓ ଜଗତସିଂହପୁରରୁ ୮ ଜଣ ଲେଖାଏ, ଯାଜପୁରରୁ ୭, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏ, ଢେଙ୍କାନାଳ ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏ, ପୁରୀ ଓ ରାୟଗଡ଼ାରୁ ୩ ଜଣ ଲେଖାଏ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର

ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍‌ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି ।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

ନନ୍ଦପୁର, ୧୯।୬( ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି। କୋରାପୁଟ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ…

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri