କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୨ ହଜାର ୩୧୫ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୭୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତି ମଧ୍ୟରେ ଦେଶରେ ୨୯ କୋଟି ୪୮ ଲକ୍ଷ ୫୨ ହଜାର ୭୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?