କରୋନା ଆତଙ୍କ: ୬୦୦ ବିଲ୍ଡିଂ ସିଲ୍‌

ମୁମ୍ବାଇ,୩।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେକାବୁ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମୁମ୍ବାଇରେ ଇତିମଧ୍ୟରେ ୬୦୦ ବିଲ୍ଡିଂକୁ ସିଲ୍‌ କରାଯାଇଛି। ଯେଉଁସବୁ ବିଲ୍ଡିଂରେ କରୋନା ପଜିଟିଭ୍‌ ରହିଥିତ୍ବା ସୂଚନା ମିଳୁଛି ସେ ସବୁକୁ ୧୪ ଦିନ ଲାଗି ସିଲ୍‌ କରି ଦିଆଯାଉଛି। ସେହିପରି ପୁଣେରେ ଶନିବାରଠାରୁ ୭ ଦିନିଆ ୧୨ ଘଣ୍ଟିଆ କର୍ଫ୍ୟୁ ଆରମ୍ଭ ହୋଇଛି। ସନ୍ଧ୍ୟା ୬ରୁ ସକାଳ ୬ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ। ସିନେମା ହଲ୍‌, ଧାର୍ମିକସ୍ଥଳ ଗୁଡ଼ିକୁ ୭ ଦିନ ପାଇଁ ବନ୍ଦ କରି ଦିଆଯାଇଛି। କରୋନା ସଂକ୍ରମଣ ତୀବ୍ର ବେଗରେ ବ୍ୟାପୁଥିବାରୁ ମହାରାଷ୍ଟ୍ରରେ ଲକ୍‌ଡାଉନ୍‌ ଘୋଷଣା ସମ୍ପର୍କରେ ଆସନ୍ତା ୨ ଦିନ ମଧ୍ୟରେ ନିଷ୍ପତ୍ତି ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମାର୍ଗଦର୍ଶିକା ପାଳନ ସହିତ ରାଜନୈତିକ ଦଳ ଚାହୁଁଛନ୍ତି ବିଧାନସଭା ନିର୍ବାଚନ, ସୂଚନା ଦେଲେ ଇସି…

ନୂଆଦିଲ୍ଲୀ, ୩୦।୧୨: ସମସ୍ତ ରାଜନୈତିକ ଦଳ କରୋନା ମାର୍ଗଦର୍ଶିକା ପାଳନ ସହିତ ଠିକ୍‌ ସମୟରେ ରାଜ୍ୟରେ ବିଧାନସଭା ନିର୍ବାଚନ ଚାହୁଁଛନ୍ତିି ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା...

ବରିଷ୍ଠ ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ

କୋଲକାତା,୩୧।୧୦: ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ଏମ୍‌ପି ଗୁରୁଦାସ ଦାସଗୁପ୍ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ...

ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ...

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ...

କରୋନା ଟୀକା ପ୍ରଥମେ ଏହି ଦେଶର ଲୋକଙ୍କୁ ଦିଆଯିବ…

ମସ୍କୋ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଗତ ୬ ମାସ ଧରି ଆତଙ୍କ ଦେଖାଦେଇଥିବାବେଳେ ଆଶାର କିରଣ ଦେଖାଦେଇଛି। ବିଭିନ୍ନ ଦେଶର ବହୁ...

ଚିଠିକୁ ଅପେକ୍ଷା କରିଛି ଅବକାରୀ ବିଭାଗ

କଟକ ଅଫିସ,୫।୫: ମେ’ ୪ ଠାରୁ ମଦ ଦୋକାନ ଖୋଲିବ ବୋଲି ଘୋଷଣା ହେବା ସତ୍ତ୍ବେ କଟକ ଜିଲାରେ ଏହା ସମ୍ଭବ ହୋଇପାରିନାହିଁ। ବିଭିନ୍ନ ଠିପି...

୨ ଟ୍ରଲର ମୁହାଁମୁହିଁ, ୪ ଜୀବନ୍ତ ଦଗ୍ଧ …

ଆଜମେର,୧୭।୮: ଦୁଇ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ରାଜସ୍ଥାନ ଆଜମେରର ଜାତୀୟ ରାଜପଥ-୮ରେ ଏଭଳି ମର୍ମନ୍ତୁଦ ସଡ଼କ...

Advertisement


Archives

Model This Week