Posted inଜାତୀୟ

ଆସିବ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୬ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣର ବୃଦ୍ଧିକୁ ଦେଖି ଦେଶର ଜଣେ ନାମୀ ସ୍ୱାସ୍ଥ୍ୟ ବିଶେଷଜ୍ଞ ସରକାରଙ୍କୁ କୋଭିଡ-୧୯ ସଂକ୍ରମଣର ତୃତୀୟ ଲହରକୁ ନେଇ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି । ସେ ବୁଷ୍ଟର ଡୋଜ ଉପରେ ଗୁରୁତ୍ୱ ଦେଇଛନ୍ତି । ବିଶେଷ କରି କିଛି ରୋଗଗ୍ରସ୍ତ, କମ୍ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତି ଓ ସ୍ମାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜର ରଣନୀତି ପ୍ରସ୍ତୁତ କରିବାକୁ ସେ କହିଛନ୍ତି । କରୋନାର ଅନ୍ୟ ଭାରିଏଣ୍ଟ ତୁଳନାରେ ଓମିକ୍ରନ୍ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ସେ କହିଛନ୍ତି ।
ଫୋର୍ଟିସ ଏସକର୍ଟସ୍ ହାର୍ଟ ଇନଷ୍ଟିଚ୍ୟୁଟର ଚେୟାରମ୍ୟାନ ଡା. ଅଶୋକ ସେଠ କହିଛନ୍ତି, କରୋନାର ତୃତୀୟ ଲହର ନିଶ୍ଚିତ ଭାବେ ଆସିବ । ଏଥିପାଇଁଁ ଏବେଠାରୁ ବିଶେଷ ରୋଗଗ୍ରସ୍ତ ବ୍ୟକ୍ତି, କମ୍ ରୋଗପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତି ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ ଉପରେ ରଣନୀତି ପ୍ରସ୍ତୁତ ହେବା ଦରକାର । ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏବେ ଆମେ ବାସ୍ତବ ଅସୁବିଧାର ନିକଟତର ହେଉଛୁ, ତେଣୁ ଏହାକୁ ନେଇ ବ୍ୟାପକ ପ୍ରସ୍ତୁତି କରିବା ଦରକାର । ଓମିକ୍ରନ୍ ଭାରିଏଣ୍ଟ ଅତ୍ୟଧିକ ସଂକ୍ରାମକ ଓ ପ୍ରତିରକ୍ଷା ତନ୍ତ୍ରକୁ ବି ଚକମା ଦେଇପାରେ । ଆମ ଦେଶ ଜନବହୁଳ ହୋଇଥିବାରୁ ଯଦି କୌଣସି ଏକ ଛୋଟିଆ ଅଂଶ ଓମିକ୍ରନ୍ ଦ୍ୱାରା ଅଧିକ ଭାବେ ପ୍ରଭାବିତ ହୋଇଗଲା ତେବେ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହୋଇଯିବ । ଆଉ ଏହା ତୃତୀୟ ଲହର ପାଇଁ ବାଟ ଫିଟାଇଦେବ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri