ଆସିଲା କରୋନାର ତୃତୀୟ ଲହର, ଏକ ସପ୍ତାହରେ ୩ ଗୁଣା ସଂକ୍ରମଣ

ନୂଆଦିଲ୍ଲୀ,୩ ।୧: କରୋନାର ସଂକ୍ରମଣକୁ ଦେଖି ପ୍ରାୟ ସମସ୍ତ ରାଜ୍ୟରେ ନାଇଟ କର୍ଫ୍ୟୁ ସହ ଅନ୍ୟ କଟକଣା ବି ଲାଗୁ କରାଯାଇଛି । ଏହାପରେ ବି ଦ୍ରୁତ ଗତିରେ ବଢି ଚାଲିଛି ସଂକ୍ରମଣ । ମହାରାଷ୍ଟ୍ରରେ ଏବେ କରୋନା ବେକାବୁ ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀ ଓ ପଶ୍ଚିମବଙ୍ଗରେ ବି ସ୍ଥିତି ଅଣାୟତ ହେବାକୁ ଯାଉଛି । ସଂକ୍ରମଣ ଏତେ ଅଧିକ ହୋଇଛି ଯେ ଗୋଟିଏ ସପ୍ତାହରେ କରୋନା ସଂକ୍ରମଣ ୩ ଗୁଣା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୩୩ ହଜାରରୁ ଅଧିକ ନୂଆ ସଂକ୍ରମଣକୁ ଦେଖି ଅନୁମାନ କରାଯାଉଛି କି କରୋନାର ତୃତୀୟ ଲହର ଆସିଯାଇଛି । ସୂଚନାଯୋଗ୍ୟ, ରବିବାର ରାତିସୁଦ୍ଧା ବିଭିନ୍ନ ରାଜ୍ୟରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ୩୩୭୦୩ ନୂଆ ସଂକ୍ରମିତ ଚିନ୍ତାର କାରଣ ହୋଇଛନ୍ତି । ଶନିବାର ୨୭୭୪୭ ନୂଆ ସଂକ୍ରମିତଙ୍କ ତୁଳନାରେ ଏହା ୨୧ ପ୍ରତିଶତ ଅଧିକ ବୋଲି କୁହାଯାଇଛି । ଏପଟେ ରବିବାରର ସଂକ୍ରମିତଙ୍କୁ ଦେଖିଲେ ଗତ ରବିବାର ତୁଳନାରେ ଏହା ୫ ଗୁଣା ଅଧିକ । ତେବେ କରୋନାର ଦ୍ରୁତ ସଂକ୍ରମଣ ପାଇଁ ଓମିକ୍ରନ୍ ଭାରିଏଣ୍ଟ ଦାୟି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri