ଆସିଲା କରୋନାର ତୃତୀୟ ଲହର, ଏକ ସପ୍ତାହରେ ୩ ଗୁଣା ସଂକ୍ରମଣ

ନୂଆଦିଲ୍ଲୀ,୩ ।୧: କରୋନାର ସଂକ୍ରମଣକୁ ଦେଖି ପ୍ରାୟ ସମସ୍ତ ରାଜ୍ୟରେ ନାଇଟ କର୍ଫ୍ୟୁ ସହ ଅନ୍ୟ କଟକଣା ବି ଲାଗୁ କରାଯାଇଛି । ଏହାପରେ ବି ଦ୍ରୁତ ଗତିରେ ବଢି ଚାଲିଛି ସଂକ୍ରମଣ । ମହାରାଷ୍ଟ୍ରରେ ଏବେ କରୋନା ବେକାବୁ ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀ ଓ ପଶ୍ଚିମବଙ୍ଗରେ ବି ସ୍ଥିତି ଅଣାୟତ ହେବାକୁ ଯାଉଛି । ସଂକ୍ରମଣ ଏତେ ଅଧିକ ହୋଇଛି ଯେ ଗୋଟିଏ ସପ୍ତାହରେ କରୋନା ସଂକ୍ରମଣ ୩ ଗୁଣା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୩୩ ହଜାରରୁ ଅଧିକ ନୂଆ ସଂକ୍ରମଣକୁ ଦେଖି ଅନୁମାନ କରାଯାଉଛି କି କରୋନାର ତୃତୀୟ ଲହର ଆସିଯାଇଛି । ସୂଚନାଯୋଗ୍ୟ, ରବିବାର ରାତିସୁଦ୍ଧା ବିଭିନ୍ନ ରାଜ୍ୟରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ୩୩୭୦୩ ନୂଆ ସଂକ୍ରମିତ ଚିନ୍ତାର କାରଣ ହୋଇଛନ୍ତି । ଶନିବାର ୨୭୭୪୭ ନୂଆ ସଂକ୍ରମିତଙ୍କ ତୁଳନାରେ ଏହା ୨୧ ପ୍ରତିଶତ ଅଧିକ ବୋଲି କୁହାଯାଇଛି । ଏପଟେ ରବିବାରର ସଂକ୍ରମିତଙ୍କୁ ଦେଖିଲେ ଗତ ରବିବାର ତୁଳନାରେ ଏହା ୫ ଗୁଣା ଅଧିକ । ତେବେ କରୋନାର ଦ୍ରୁତ ସଂକ୍ରମଣ ପାଇଁ ଓମିକ୍ରନ୍ ଭାରିଏଣ୍ଟ ଦାୟି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ପହଞ୍ଚିବାରୁ ଆଣ୍ଠୁମାଡି ପ୍ରଣାମ କରିବା ସହ କ୍ଷମା ମାଗିଲେ ମୋଦି, ବିନା ଲାଉଡ ସ୍ପିକରରେ ଜନସଭାକୁ କଲେ ସମ୍ବୋଧିତ

ଜୟପୁର,୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରାଜସ୍ଥାନର ଆବୁ ରୋଡରେ ଆୟୋଜିତ କାର୍ଯ୍ୟକ୍ରମରେ ସାମାନ୍ୟ ବିଳମ୍ବରେ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ମୋଦିଙ୍କୁ...

ବାବର ମସଜିଦ୍‌ ନିର୍ମାଣ କରିଥିଲେ: ଏହାର ନାହିଁ ପ୍ରମାଣ

ନୂଆଦିଲ୍ଲୀ,୧୩।୮: ଅଯୋଧ୍ୟାର ରାମଜନ୍ମ ଭୂମି-ବାବରୀ ମସଜିଦ୍‌ ମାମଲାରେ ମଙ୍ଗଳବାର ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ଏସ୍‌.ସି. ବୈଦନାଥନ୍‌ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ...

କୋଭିଡ୍‌-୧୯: ଆଫ୍ରିକାନ୍‌ କ୍ଲବ ଫାଇନାଲ୍ସ ସ୍ଥଗିତ

କାଏରୋ,୧୯।୪(ଏଏଫ୍‌ପି): ଆଫ୍ରିକାନ୍‌ ଚାମ୍ପିୟନ୍ସ ଲିଗ୍‌ ଓ ଆଫ୍ରିକାନ କନ୍‌ଫେଡେରେଶନ କପ୍‌ ଫାଇନାଲ୍ସକୁ ସ୍ଥଗିତ ରଖାଯାଇଛି। କୋଭିଡ୍‌-୧୯ ମହାମାରୀ ରୂପ ନେଇଥିବା ବେଳେ ଏହି ଦୁଇଟି ଟୁର୍ନାମେଣ୍ଟକୁ...

ସିଏଏ ବିରୋଧରେ ଟୁଇଟ୍‌ କରି ଅଡ଼ୁଆରେ ଫରହାନ

ମୁମ୍ବାଇ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବା ଅଭିନେତା ତଥା ପ୍ରଯୋଜକ ଫରହାନ ଅଖତରଙ୍କୁ ମହଙ୍ଗା ପଡ଼ିଛି। ତେଲଙ୍ଗାନାରେ ତାଙ୍କ ବିରୋଧରେ ଅଭିଯୋଗ କରାଯାଇଥିବା ଜଣାପଡ଼ିଛି।...

ବଦଳି ଗଲାଣି କି ରାହୁଲଙ୍କ ଲୁକ୍‌

ନୂଆଦିଲ୍ଲୀ,୧୯।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ତାଙ୍କ ଲୁକ୍‌ରେ ପରିବର୍ତ୍ତନ କରିଥିବା ଆଲୋଚନା ହେଉଛି। ସେ ତାଙ୍କ ନୂଆ ଲୁକ୍‌ରେ ଯୁବକ ବଦଳରେ ଟିକେ...

ଜମ୍ମୁ-କଶ୍ମୀର ସୀମାରେ ହାଇଆଲର୍ଟ

ଜମ୍ମୁ,୨୫।୧: ସାଧାରଣତନ୍ତ୍ର ଦିବସରେ ସୀମାରେ ଦେଶବିରୋଧୀ ତତ୍ତ୍ୱ ଆତଙ୍କ ସୃଷ୍ଟି କରିପାରନ୍ତି ବୋଲି ଗୋଇନ୍ଦା ସୂଚନା ମିଳିବା ପରେ ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମା (ଆଇବି)ରେ ମୁତୟନ...

‘ମିଛ କହିବାର କଳା ମୋଦି ଜୀଙ୍କୁ ଆସେ’

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ଅଷ୍ଟମଥର ପାଇଁ ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ପୂର୍ବରୁ ବିରୋଧୀ ଦଳର...

କରୋନା ଭୂତାଣୁ ସଂକ୍ରମଣ ବି କରୁଛି ଲାଭାନ୍ବିତ: ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ଆଣିଦେଇଛି ନୂଆ ସୁଯୋଗ

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ କରୋନା...

Advertisement
Archives

Model This Week