ଚିଡ଼ିଆଖାନାରେ ୪ ସିଂହଙ୍କୁ କରୋନା

ବାର୍ସିଲୋନା, ୯।୧୨: ସ୍ପେନ୍‌ର ବାର୍ସିଲୋନା ଚିଡ଼ିଆଖାନାରେ ୪ଟି ସିଂହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସିଂହଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିବା ଏହା ଦ୍ୱିତୀୟ ଘଟଣା। ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଯିବା ପରେ ନମୁନା ପରୀକ୍ଷା କରାଯାଇଥିଲା। ତେବେ ସିଂହଗୁଡ଼ିକ କିପରି ସଂକ୍ରମିତ ହେଲେ ତାହାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଲାଲା ଆକ୍ରମଣକାରୀ ଜେଲ୍‌ରୁ ଚମ୍ପଟ

ଇସ୍‌ଲାମାବାଦ,୭-୨(ଆଇଏଏନ୍‌ଏସ୍‌):ନାରୀ ଶିକ୍ଷାର ପ୍ରସାର ପାଇଁ ପାକିସ୍ତାନରେ ସଚେତନତା ସୃଷ୍ଟି କରୁଥିବା ମଲାଲା ୟୁସୁଫଜାଇ ଏବଂ ପେଶାଓ୍ବର ସେନା ସ୍କୁଲରେ ଆକ୍ରମଣ କରିଥିବା ତେହରିକ୍‌-ଇ-ତାଲିବାନ ପାକିସ୍ତାନ (ଟିଟିପି)ର...

ଜାଣିଶୁଣି କରୋନା ପଜିଟିଭ୍‌ ହେଲେ ମିଳିବ ୪ ଲକ୍ଷ ଟଙ୍କା, ଜାଣନ୍ତୁ ଏହା ପଛରେ ଥିବା କାରଣ

ଲଣ୍ଡନ,୨୬ା୧୨: ଆସନ୍ତା ମାସରେ ଲଣ୍ଡନରେ ହ୍ୟୁମାନ ଚ୍ୟାଲେଞ୍ଜର ପରୀକ୍ଷା ହେବାକୁ ଯାଉଛି। ଲଣ୍ଡନର ରୟାଲ ଫ୍ରି ହସ୍ପିଟାଲରେ ହେବାକୁ ଥିବା ଏହି ପରୀକ୍ଷଣରେ ବ୍ରିଟେନର ପ୍ରାୟ...

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ...

‘ବହୁ ଆଗରୁ କରିବାର ଥିଲା’

ଓ୍ବାଶିଂଟନ,୪ା୧: ଜେନେରାଲ କାସିମ ସୋଲେମାନି ଦୀର୍ଘ ସମୟ ଧରି ହଜାର ହଜାର ଆମେରିକୀୟଙ୍କୁ ହତ୍ୟା କିମ୍ବା ରକ୍ତାକ୍ତ କରିବାରେ ଲାଗିଥିଲେ। ଏହାସହ ସେ ଆହୁରି ଅନେକଙ୍କୁ...

ପ୍ରେମିକାଙ୍କୁ ହତ୍ୟା କରି ୭ ମାସ ଧରି ଏକ ଘରେ ମୃତଦେହ ଲୁଚାଇ ରଖିଥିଲେ ପ୍ରେମିକ, ଏମିତି ପଡ଼ିଲା ଜଣା…

ଓ୍ବାଶିଂଟନ,୭ା୮: ଆମେରିକାରେ ରହୁଥିବା ଜଣେ ଯୁବକ ନିଜର ପ୍ରେମିକାଙ୍କୁ ହତ୍ୟା କରି ତାଙ୍କ ୭ ମାସ ଧରି ଏକ ବନ୍ଦ କୋଠରିରେ ଲୁଚାଇ ରଖିଥିଲେ। ପ୍ରେମିକାଙ୍କ...

ଯୁଦ୍ଧ ଏବେ ସରିବନି, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ପାଇଁ ଆମେରିକା ଦେଲା ୨୦ କୋଟି ଡଲାର…

ଓ୍ବାଶିଂଟନ/କ୍ୱିଭ୍‌,୧୩।୩ : ଆମେରିକା ୟୁକ୍ରେନକୁ ୨୦ କୋଟି ଡଲାର ସାମରିକ ସହାୟତା ଦେବାକୁ ଯାଉଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ଏନେଇ ଏକ ସ୍ମାରକପତ୍ର...

ହସ୍ପିଟାଲକୁ ଯାଇ ଆହତଙ୍କୁ ଭେଟିଲେ ଜେଲେନ୍‌ସ୍କି

କ୍ୱିଭ୍‌,୧୮।୩: ୟୁକ୍ରେନ ଉପରେ ରୁଷିଆ ଲଗାତର ୨୩ଦିନ ହେଲାଣି ଆକ୍ରମଣ ଜାରି ରଖିଛି। ୟୁକ୍ରେନର କେତୋଟି ସହରକୁ କବ୍‌ଜା କରାଯାଇଥିବା ବେଳେ ଅନ୍ୟ କେତେକ ସହର...

ବଢୁଛି ପ୍ରଦୂଷଣ କମୁଛି ତାପମାତ୍ରା: ରାଜଧାନୀରେ ବେକାକୁ ହେଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୨ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଏବେ ସବୁ ରେକର୍ଡକୁ ଭାଙ୍ଗି ଦେଇଛି । ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ନୂଆ...

Advertisement
Archives

Model This Week