କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ

କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି। ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ହାଇକୋର୍ଟ ପରିସରକୁ ବିଶୋଧନ କରାଯାଇଛି। ପାର୍କିଂଠାରୁ ଆରମ୍ଭ କରି ପୁରା ଅଫିସକୁ ବିଶୋଧନ କରାଯାଇଛି। ଅନ୍ୟପଟେ ହାଇକୋର୍ଟ କର୍ମଚାରୀ ସଂଘ ପକ୍ଷରୁ ଦୁଇ ସପ୍ତାହ ପାଇଁ ହାଇକୋର୍ଟ କାର୍ଯ୍ୟାଳୟ ବନ୍ଦ ରଖିବାକୁ ଦାବି କରାଯାଇଛି। ଏଥି ସହିତ ଆକ୍ରାନ୍ତ ଜଣକ ଅନେକ କର୍ମଚାରୀଙ୍କ ସମ୍ପର୍କରେ ଆସିଥିବା ଯୋଗୁ ସମସ୍ତ କର୍ମଚାରୀ ଏବଂ ତାଙ୍କ ପରିବାର ଲୋକଙ୍କ କରୋନା ପରୀକ୍ଷା କରାଇବାକୁ ଦାବି କରାଯାଇଛି।
ସୂଚନାଯୋଗ୍ୟ, କଟକ ସହରକୁ ଶଟଡାଉନ୍‌ ଘୋଷଣା ଯୋଗୁ ବୁଧବାର ପର୍ଯ୍ୟନ୍ତ ହାଇକୋର୍ଟ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ...

ଆଜିଠାରୁ ପୁଣି ବର୍ଷା : ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ସୋମବାର ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତ ଦୁଇଦିନ ଧରି ପାଗ ଶୁଖିଲା ରହିବା...

ମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନ

ଘସିପୁରା, ୧୮।୧୨ (ଡି.ଏନ.ଏ.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଆମ୍ବୁଲାନ୍ସ ନ ଆସିବାରୁ ମଙ୍ଗଳବାର ଜଣେ ଗରିବ ଆଦିବାସୀ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତ ନାବାଳିକା ଜଣକ ହେଲେ...

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ...

‘ସରକାରଙ୍କ ଯୋଜନା ଜାଣି ସୁବିଧା ନିଅ’

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୧ା୨- ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ଏସବୁ ଯୋଜନା ବିଷୟରେ ଗ୍ରାମାଞ୍ଚଳର ଆଦିବାସୀ ଏବଂ ପଛୁଆବର୍ଗର ଲୋକେ ଜାଣି ପାରୁନାହାନ୍ତି।...

କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ: ପାତ୍ରପାଲି ଚାମ୍ପିୟନ

ଅମରପାଲି, ୬।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇଠାରେ ଚାଲିଥିବା ଅଷ୍ଟମ କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଉଲୁଣ୍ଡାକୁ ୨-୦ରେ ହରାଇ...

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ବ୍ରହ୍ମପୁର ଅଫିସ୍‌,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି ।...

ହୋମ୍‌ କ୍ୱାରାଣ୍ଟାଇନ୍‌ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା

କେନ୍ଦୁଝର,୨୯ା୩(ଡିଏନ୍‌ଏ): କେନ୍ଦୁଝର ଜିଲାରେ ଲକ୍‌ ଡାଉନ୍‌ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *