ଫଡ୍‌ନବିସ୍‌ଙ୍କୁ କରୋନା

ମୁମ୍ବାଇ, ୨୫ା୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ପ୍ରଚାର ମଙ୍ଗ ଧରିଥିବା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ କରୋନା ଆକ୍ରାନ୍ତ କରିଛି। ଏବେ ସେ ଆଇସୋଲେଶନରେ ଥିବା ଭାଜପା ପକ୍ଷରୁ ଟୁଇଟର ମାଧ୍ୟମରେ ଦର୍ଶାଯାଇଛି। ଫଡ୍‌ନବିସ୍‌ ମଧ୍ୟ ଟୁଇଟ୍‌ କରି ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସିତ ହେଉଥିବା କହିଛନ୍ତି। ଲକ୍‌ଡାଉନ୍‌ ପରଠାରୁ ନିରନ୍ତର କାର୍ଯ୍ୟ କରିଆସୁଥିବା ସେ ଦର୍ଶାଇଛନ୍ତି। ତାଙ୍କ ସଂସ୍ପର୍ଶରେ ଥିବା ଲୋକମାନଙ୍କୁ କରୋନା ପରୀକ୍ଷା କରାଇବା ସହ ଆଇସୋଲେଶନରେ ରହିବା ଲାଗି ଫଡ୍‌ନଭିସ୍‌ ପରାମର୍ଶ ଦେଇଛନ୍ତି। ପ୍ରକାଶଥାଉ କି, ପୂର୍ବରୁ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି କରୋନାରେ ପଡ଼ିଥିଲେ। ବିହାର ବିଧାନସଭା ନିର୍ବାଚନ ୨୮ରୁ ଆରମ୍ଭ ହେଉଥିବାବେଳେ ଫଡ୍‌ନବିସ୍‌ଙ୍କ ଅସୁସ୍ଥତା ଭାଜପା ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟିକରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri