ଫଡ୍‌ନବିସ୍‌ଙ୍କୁ କରୋନା

ମୁମ୍ବାଇ, ୨୫ା୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ପ୍ରଚାର ମଙ୍ଗ ଧରିଥିବା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ କରୋନା ଆକ୍ରାନ୍ତ କରିଛି। ଏବେ ସେ ଆଇସୋଲେଶନରେ ଥିବା ଭାଜପା ପକ୍ଷରୁ ଟୁଇଟର ମାଧ୍ୟମରେ ଦର୍ଶାଯାଇଛି। ଫଡ୍‌ନବିସ୍‌ ମଧ୍ୟ ଟୁଇଟ୍‌ କରି ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସିତ ହେଉଥିବା କହିଛନ୍ତି। ଲକ୍‌ଡାଉନ୍‌ ପରଠାରୁ ନିରନ୍ତର କାର୍ଯ୍ୟ କରିଆସୁଥିବା ସେ ଦର୍ଶାଇଛନ୍ତି। ତାଙ୍କ ସଂସ୍ପର୍ଶରେ ଥିବା ଲୋକମାନଙ୍କୁ କରୋନା ପରୀକ୍ଷା କରାଇବା ସହ ଆଇସୋଲେଶନରେ ରହିବା ଲାଗି ଫଡ୍‌ନଭିସ୍‌ ପରାମର୍ଶ ଦେଇଛନ୍ତି। ପ୍ରକାଶଥାଉ କି, ପୂର୍ବରୁ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି କରୋନାରେ ପଡ଼ିଥିଲେ। ବିହାର ବିଧାନସଭା ନିର୍ବାଚନ ୨୮ରୁ ଆରମ୍ଭ ହେଉଥିବାବେଳେ ଫଡ୍‌ନବିସ୍‌ଙ୍କ ଅସୁସ୍ଥତା ଭାଜପା ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟିକରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଚିହ୍ନଟ ହେଲେ ୮ କରୋନା ପଜିଟିଭ୍‌

ଭୁବନେଶ୍ୱର ୨୦।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ...

୧୭ ଯାଏ ବଢ଼ିଲା ଚିଦାମ୍ବରମଙ୍କ ହାଜତ ମିଆଦ

ନୂଆଦିଲ୍ଲୀ,୪-୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଅକ୍ଟୋବର ୧୭...

ବାବୁ ଲାଲ ଗୌର ଅସୁସ୍ଥ: ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର

ଭୋପାଳ,୧୮।୭: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ବାବୁ ଲାଲ ଗୌରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଏକ ସ୍ବତନ୍ତ୍ର ଏୟାର...

ମୁସଲମାନ ପରିବାର କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର…

ପାଟନା, ୩।୭ : ଧର୍ମ ଅପେକ୍ଷା ମାନବିକତା ଅଧିକ ଗୁରୁତ୍ୱପୂର୍ଣ୍ଣ। ବିହାର ରାଜା ବଜାରର ସାବନପୁରାର ଏକ ମୁସଲମାନ ପରିବାର ଭାଇଚାରା ଏବଂ ସୌହାର୍ଦ୍ଦ୍ୟର ଏକ...

ପୁଣି ୪୩ଟି ଆପ୍‌ସ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୪।୧୧: ପୁଣି ୪୩ ମୋବାଇଲ ଆପ୍‌ସ ବ୍ୟାନ କରିଛନ୍ତି କେନ୍ଦ୍ର ସରକାର। ଧାରା ୬୯ଏ ଅନୁଯାୟୀ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଦେଶର ସୁରକ୍ଷା,...

ବୋମ୍‌ଡିଲାରେ ବାଦଲ ଫଟା ବର୍ଷା: ୮ଶହ ଜଳବନ୍ଦୀ; ବହୁ ନିଖୋଜ

ଇଟାନଗର,୯।୭: ଅରୁଣାଚଳ ପ୍ରଦେଶ ବୋମ୍‌ଡିଲାରେ ମଙ୍ଗଳବାର ବାଦଲ ଫଟା ବର୍ଷା ହୋଇଛି। ଏହା ଯୋଗୁ ପଶ୍ଚିମ କାମେଙ୍ଗ୍‌ ଜିଲାର ନାଗ-ମନ୍ଦିର ଟେଙ୍ଗା ନିକଟରେ ଥିବା କାସ୍ପି...

ବ୍ରାଜିଲ ରାଷ୍ଟ୍ରପତିଙ୍କୁ କରୋନା

ସାଓ ପାଉଲୋ,୭।୭: ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ କରୋନା ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ପରୀକ୍ଷା ରିପୋର୍ଟରେ ତାଙ୍କର ପଜିଟିଭ୍‌ ଆସିଛି। ରବିବାର ତାଙ୍କୁ ସାମାନ୍ୟ ଜ୍ୱର...

ସରକାର ଗଠନର ୨୯ ଦିନ ପରେ ହେଲା ଶିବରାଜଙ୍କ କ୍ୟାବିନେଟର ସମ୍ପ୍ରସାରଣ

ଭୋପାଳ,୨୧।୪: ମଧ୍ୟପ୍ରଦେଶରେ ପୁଣିଥରେ ଶାସନ କ୍ଷମତା ହାତକୁ ନେଇଥିବା ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣ ମଙ୍ଗଳବାର ହୋଇଛି। ଶାସନ କ୍ଷମତା ହାତକୁ ନେବାର...

Advertisement
Archives

Model This Week