ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କୁ କରୋନା

ସୁପ୍ରିମକୋର୍ଟ ଜଜ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ କରୋନାରେ ସଂକ୍ରମିତ ହୋଇଛନ୍ତି। ଏଥିସହ ଅନ୍ୟ ଜଣେ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଛି। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ କୋଭିଡ୍‌ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ସୂଚାନଯୋଗ୍ୟ, ଦେଶରେ କୋଭିଡ୍‌ ସ୍ଥିତିକୁ ନେଇ ଗୁରୁବାର ତାଙ୍କ ନେତୃତ୍ୱରେ ଏକ ଖଣ୍ଡପୀଠ ଶୁଣାଣି କରିଥାନ୍ତା। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ଅନୁପସ୍ଥିତିରେ କିଛି ଦିନପାଇଁ ଏହି ଶୁଣାଣିକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି।...

ଘରେ ରହି କାମ କଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୧।୭: କରୋନା ସ୍ଥିତି ବେଳକୁ ବେଳ ଖରାପ ହୋଇ ଚାଲିଥିବା ବେଳେ ଏବେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘରେ ହି ଁକାମ କରିବେ ବୋଲି...

ରିଷି କହୁଥିଲେ ନିଚ୍ଛକ କଥା: ପିତା ରାଜକପୁରଙ୍କ ବିବାହ ପରର ସମ୍ପର୍କରେ ନିଜ ପୁସ୍ତକରେ କରିଥିଲେ ଉଲ୍ଲେଖ

ମୁମ୍ବାଇ,୩୦।୪: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ରିଷି କପୁର ସବୁବେଳେ ନିଚ୍ଛକ  କଥା ହିଁ କହୁଥିଲେ। ଏଥିପ୍ରତି ତାଙ୍କର ଭୟ ବି ନ ଥିଲା। ଯାହା ସତ...

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ...

୨୦୨୫ ସୁଦ୍ଧା ଭାରତକୁ ମିଳିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ, ୧୮ା୧ (ପି.ଟି.): ଭାରତ ପାଇଁ ଏସ୍‌-୪୦୦ କ୍ଷେପଣାସ୍ତ୍ର ସିଷ୍ଟମ୍‌ ନିର୍ମାଣ ଆରମ୍ଭ କରିଛି ରୁଷିଆ। ୨୦୨୫ ସୁଦ୍ଧା ଏହା ଭାରତକୁ ମିଳିଯିବ ବୋଲି ରୁଷିଆ...

ଆଧାର ଲାଗି ବିଳମ୍ବ ହେଲା ଅନ୍ତିମ ସଂସ୍କାର

ବେଙ୍ଗାଲୁରୁ,୧୨।୨: ଗତ ସପ୍ତାହରେ ବେଙ୍ଗାଲୁରୁ ବିଜୟନଗରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଉପୁଜିଥିଲା। କାରଣ ମୃତକଙ୍କ ଆଧାର...

ଭାରତ ପହଞ୍ଚିବ ‘ଏୟାର ଇଣ୍ଡିଆ ୱାନ୍‌’

ନୂଆଦିଲ୍ଲୀ,୧ ।୧୦: ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆମେରିକାରୁ ଆସୁଥିବା ସ୍ୱତନ୍ତ୍ର ବିମାନ ଏୟାର ଇଣ୍ଡିଆ ୱାନ ଗୁରୁବାର ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବ...

ଜଣେ ପୁଅ ନେତା, ଆଉ ଜଣେ ବଡ଼ ଅଧିକାରୀ; ରାସ୍ତାକଡ଼ରୁ ଏମିତି ଉଦ୍ଧାର ହେଲେ ବୃଦ୍ଧା ମା’

ଚଣ୍ଡୀଗଡ଼,୧୯ା୮:  ପଞ୍ଜାବର ଶ୍ରୀମୁକ୍ତସର ସାହିରେ ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, କାଦୁଅରେ ନିର୍ମିତ ଦୁଇ ଫୁଟର...

Advertisement


Archives

Model This Week