ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୨ା୧୨: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗାମା କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ହୋମ୍‌ ଆଇସୋଲେଶନରେ ଥିବା ନେଇ ଟୁଇଟ କରି ଜଣାଇଛନ୍ତି। ଗତ ୫ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ସ୍ବାସ୍ଥ୍ୟ ଉପରେ ନଜର ରଖିବା ସହ ଆବଶ୍ୟକ ସ୍ଥଳେ କରୋନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri