ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ କୌଳାସ ଚୌଧୁରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା ଟୁଇଟ କରି ଜଣାଇଛନ୍ତି। ରାଜସ୍ଥାନର ଯୋଧପୁରସ୍ଥିତ ଏକ ହସ୍ପିଟାଲରେ ସେ ଚିକିତ୍ସାଧୀନ ଅଛନ୍ତି। କରୋନା ଲକ୍ଷଣ ଦେଖାଦେବା ପରେ ଶୁକ୍ରବାର ରାତିରେ ତାଙ୍କ ପରୀକ୍ଷା କରାଯାଇଥିଲା। ତାଙ୍କ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନେ କୋଭିଡ୍‌ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ଚୌଧୁରୀ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସହ ଜ୍ୱରାକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ର ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସେ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri