ବାପାଙ୍କ ସହ ଦୁଇବର୍ଷର ଶିଶୁକନ୍ୟାଙ୍କୁ କରୋନା: ନିଷିଦ୍ଧାଞ୍ଚଳ ହେବ ଏକାଧିକ ସ୍ଥାନ

ଦାରିଙ୍ଗବାଡ଼ି,୨୭।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ଜିଲାରେ ନୂଆ ୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡି ଟୁଇଟ କରି ଜଣାଇଛନ୍ତିା ସେମାନଙ୍କ ମଧ୍ୟରେ କେବଳ ଦାରିଙ୍ଗବାଡ଼ିରୁ ୧୧ ଜଣ ରହିଥିବା ବେଳେ ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତର ଗୋଟିଏ ପରିବାରର ବାପା ଏବଂ ତାଙ୍କ ଦୁଇବର୍ଷର ଶିଶୁକନ୍ୟା ଅଛନ୍ତି ।
ସେହିପରି ଦାରିଙ୍ଗବାଡ଼ିର ନିଳକନ୍ଦରସାହି, ଡଲାବାଡ଼ି, ଗ୍ରୀନବାଡ଼ିରୁ ୯ଜଣ ଚିହ୍ନଟ ହୋଇଛନ୍ତି ।  ସେମାନଙ୍କ ମଧ୍ୟରେ ଗଞ୍ଜାମ ଯାଇଥିବା ବ୍ୟକ୍ତି ରହିଥିବା ବେଳେ ବ୍ୟାଙ୍କ କର୍ମଚାରୀ ଏବଂ ତାଙ୍କ ସଂସ୍ପର୍ଶରେ ଆସିଥିବା ୨୪ରୁ ୫୦ ବର୍ଷ ବୟସର ବ୍ୟକ୍ତି ରହିଛନ୍ତି ।
ଦାରିଙ୍ଗବାଡ଼ି ତହସିଲଦାର ନିତିସ କୁମାର ତ୍ରୀପାଠି ଏହି ସମସ୍ତ ଅଞ୍ଚଳ ପରିଦର୍ଶନ କରି ନିଷିଦ୍ଧାଞ୍ଚଳ ଘୋଷଣା କରିବା ପାଇଁ ନକ୍ସା ପ୍ରସ୍ତୁତ କରୁଥିବା କହିଛନ୍ତି ।  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି କାରଣରୁ ଯେଉଁସବୁ ଅଞ୍ଚଳରେ କରୋନା ସଂକ୍ରମିତ ବାହାରିଛନ୍ତି ସେ ସବୁ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ବିଶୋଧିତ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri