ଆଜି ଆଉ ୧୦ ଜୀବନ ନେଲା କରୋନା, ୫୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଗଞ୍ଜାମରୁ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ, ବାଲେଶ୍ୱର, ଖୋର୍ଦ୍ଧା, କଳାହାଣ୍ଡି, ନୟାଗଡ଼, କୋରାପୁଟ ଏବଂ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ରେ ପହଞ୍ଚିଥିବା ବେଳେ ୯୬,୩୬୪ ଜଣ ସୁସ୍ଥ ହୋଇଛନ୍ତି। ୩୦,୯୧୯ଜଣ ଚିକିତ୍ସିତ ହେଉଛନ୍ତି। ୫୫୬ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତାଜୀ ଜୟନ୍ତୀ ପାଳନ କମିଟି ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଏକ ଉଚ୍ଚସ୍ତରୀୟ କମିଟି ଗଠନ...

ବଦଳିଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୁଣା ଭୁବନେଶ୍ୱର,୧୧।୧୧(ଡି.ଏନ.ଏ.) : ଆସନ୍ତା ୧୨ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତି ନିର୍ଘଣ୍ଟ କରାଯାଇଛି। ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପୂର୍ବାହ୍ନରେ ବହୁ...

ଉଗ୍ରତାରା ଛକରୁ ଲୁଟ୍‌ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍‌ ଦିଲ୍ଲୀରୁ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍‌...

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ...

ଦେଢ଼ ଲକ୍ଷ ମୁହାଁ କରୋନା: ୨୪ ଘଣ୍ଟାରେ ଲକ୍ଷେ ୪୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନାର ସଂକ୍ରମଣ ବେକାବୁ ସ୍ଥିତିରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ମୁହାଁ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢୁଥିବାରୁ ଏଭଳି...

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ...

ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ

ପିପିଲି,୧୦ା୩(ଡି.ଏନ୍‌.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍‌ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ...

Advertisement
Archives

Model This Week