ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିରୁ ଗଜପତି ଜିଲାର ୬୩ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୫୫ ବର୍ଷୀୟ ବ୍ୟକ୍ତି, ୬୦ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୬୦ ବର୍ଷୀୟ ବୃଦ୍ଧ, ୫୧ ବର୍ଷୀୟ ମହିଳା, ଖୋର୍ଦ୍ଧାର ୩୫ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ର ଜଣେ ୬୯ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୫୮ ବର୍ଷୀୟ ମହିଳାଙ୍କ କରୋନାରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri