ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ, ବରଗଡ଼ ଏବଂ ଭଦ୍ରକରୁ ଜଣେ ଲେଖାଏ। ଏହିପରି ମୋଟ୍‌ ୧୦ ଜଣଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭, ୧୨୨ରେ ପହଞ୍ଚିଥିବା ବେଳେ ୪୩,୩୧୫ ଜଣ ସୁସ୍ଥ ହୋଇଛନ୍ତି। ୨୧,୩୮୨ ଚିକିତ୍ସିତ ହେଉଛନ୍ତି। ୩୭୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର…

ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ

ଯୋଧପୁର,୧୮ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଗ୍ରାମାଞ୍ଚଳରେ ବହୁବର୍ଷ ଧରି ଗଣବଳାତ୍କାର ଓ ବ୍ଲାକ୍‌ମେଲ୍‌ର ସମ୍ମୁଖୀନ ହୋଇଆସୁଥିବା ୨ ଭଉଣୀ ବାରମ୍ବାର ଥାନାର ଦ୍ୱାରସ୍ଥ ହେବା ସତ୍ତ୍ୱେ ନ୍ୟାୟ…

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ…

ମୋଦିଙ୍କୁ ସୁଇଡେନ୍‌ର ସର୍ବୋଚ୍ଚ ସମ୍ମାନ

ଗୋଥେନ୍‌ବର୍ଗ,୧୮ା୫ (ପି.ଟି.):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁଇଡେନ୍‌ ରବିବାର ଏହାର ସର୍ବୋଚ୍ଚ ସମ୍ମାନ ‘ରୟାଲ ଅର୍ଡର ଅଫ୍‌ ପୋଲାର ଷ୍ଟାର୍‌, ଡିଗ୍ରୀ କମାଣ୍ଡର ଗ୍ରାଣ୍ଡ କ୍ରସ୍‌’ରେ ସମ୍ମାନିତ…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସମସ୍ତେ ବେଜିଂ ମୁହାଁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୧୫ ମେ’ରେ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗଙ୍କ ସହ ଦୁଇ ଦିନିଆ ଆଲୋଚନା ଶେଷ କରି ଫେରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri