ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଖୋର୍ଦ୍ଧା, କଟକ, ଅନୁଗୋଳ, କେନ୍ଦୁଝର, ଦେବଗଡ଼, ନୂଆପଡ଼ା,କେନ୍ଦ୍ରାପଡ଼ା ଏବଂ ମାଲକାନଗିରିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ବେଳେ ୨,୭୫,୭୪୯ ଜଣ ସୁସ୍ଥ ହୋଇଛନ୍ତି। ୧୪,୬୯୨ ଜଣ ଚିକିତ୍ସିତ ହେଉଛନ୍ତି। ୧୩୩୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ...

ଉଠାଦୋକାନୀଙ୍କ କବ୍‌ଜାରେ ଫୁଟ୍‌ପାଥ୍‌

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ରାଜଧାନୀର ଫୁଟପାଥ୍‌ଗୁଡ଼ିକ ପଥଚାରୀ ଏବଂ ସାଇକେଲ ଚାଳକଙ୍କ ପାଇଁ ଉଦ୍ଦିଷ୍ଟ। କେହି ବି ଫୁଟପାଥ୍‌ ଉପରେ ଦୋକାନ କରି କିମ୍ବା ଗାଡ଼ି ପାର୍କିଂ...

ଶିଶୁ ମୃତ୍ୟୁହାର ହ୍ରାସରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ସମଗ୍ର ଦେଶରେ ଓଡ଼ିଶା ଦୃଷ୍ଟାନ୍ତମୂଳକ ଉଦାହରଣ ପାଲଟିଛି। ଏସ୍‌ଆର୍‌ଏସ୍‌...

୫୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ଆଦର୍ଶ ପୋଲିସକୁ ମିଳିଛି ବଡ଼ ସଫଳତା। ୧୬ ନଂ ଜାତୀୟ ରାଜପଥ ତୋଟାପଡ଼ା ଛକରେ ଚଢ଼ାଉ କରି ୫୬୦ ଗ୍ରାମର ବ୍ରାଉନସୁଗାର...

ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍‌ କୋର୍ଟ: ଭାଜପା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ...

ସାପୁଆ ନଦୀ ପ୍ରଦୂଷଣ ମୁକ୍ତ ଦାବି

ଆଠଗଡ,୪ା୭(ସ୍ବ.ପ୍ର.): ସାପୁଆ ନଦୀକୁ ପ୍ରଦୂଷଣ ମୁକ୍ତ ଓ ଗୋଡ଼ିଝରିଆ ଜଳ ଯୋଗାଣ ପ୍ରକଳ୍ପରୁ ପାନୀୟଜଳ ଯୋଗାଇବାକୁ ଆଠଗଡ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ଏନେଇ...

ପ୍ରସ୍ତାବରେ ଅଟକିଛି ରୋବୋଟିକ ସର୍ଜରୀ

କଟକ ଅଫିସ,୨୨ା୭: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ରୋବୋଟିକ ସର୍ଜରୀ ଦ୍ୱାରା ଅସ୍ତ୍ରୋପଚାର ପାଇଁ ୨୦୧୭ରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତାବ ରଖିଥିଲା। ୨୦୧୭...

ସକ୍ରିୟ ମାମଲା ଲକ୍ଷେ ମୁହାଁ…

ନୂଆଦିଲ୍ଲୀ, ୨୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week