ଆଜି ଆଉ ୧୧ ଜୀବନ ନେଲା କରୋନା, ୫୯୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧା, କଟକ ଓ ପୁରୀ ଜିଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ ଏବଂ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧ରେ ପହଞ୍ଚିଥିବା ବେଳେ୧,୦୫,୨୯୫ ଜଣ ସୁସ୍ଥ ହୋଇଛନ୍ତି। ୩୩,୧୮୨ଜଣ ଚିକିତ୍ସିତ ହେଉଛନ୍ତି। ୫୯୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri