କରୋନା ନେଲା ୧୧ ଜୀବନ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୧ ମୃତକଙ୍କ ମଧ୍ୟରୁ ପୁରୀ ଏବଂ ସମ୍ବଲପୁର ଜିଲାରୁ ୩ ଜଣ ଲେଖାଏ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧାରୁ ୨, ମୟୁରଭଞ୍ଜ, କଳାହାଣ୍ଡି, ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅସହ୍ୟ ଶୀତ, ଅନୁଗୋଳ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ମଙ୍ଗଳବାର ରାଜ୍ୟର ୧୪ଟି ସହରର ତାପମାତ୍ରା ୧୦...

ଗଞ୍ଜାମରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ: ୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଫସିଥିବା ଓଡ଼ିଆଙ୍କ ସହଯୋଗ କରନ୍ତୁ ଅନ୍ୟ ରାଜ୍ୟରେ ଥିବା ଓଡ଼ିଆ ସଂଗଠନ, ରାଜ୍ୟ ସରକାର ବହନ କରିବେ ଖର୍ଚ୍ଚ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଦ୍ୱାରା ସମଗ୍ର ବିଶ୍ୱ ଏବେ କବଳିତ। ଏହାକୁ ମୁକାବିଲା କରିବା ଲାଗି ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା...

ରଥଖଳାରେ ପହଞ୍ଚିଲା ୪୦ ଫୁଟିଆ କାଠ

ପୁରୀ ଅଫିସ,୧୬ା୪: କରୋନା ପାଇଁ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ନାନା ପ୍ରକାର ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରିରହିଛି।...

ଜୁଆ ନିଶାରେ ମସ୍‌ଗୁଲ ଧରାକୋଟ ଥାନା ପୋଲିସ: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ଧରାକୋଟ, ୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ବାରାକ୍‌ ମଧ୍ୟରେ ଥାନାର ପୋଲିସ କର୍ମଚାରୀମାନେ ତାସ୍‌ ଖେଳିବା ଘଟଣା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୪ରୁ...

ସରକାରଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ଶିଳ୍ପସଂସ୍ଥା: କାମ ହରାଇ ଦୁର୍ଦ୍ଦିନରେ ଶ୍ରମିକ ପରିବାର

ଯାଜପୁର ଅଫିସ,୧ା୪: କରୋନା ସଂକ୍ରମଣ ରୋକିବା ନିମେନ୍ତ ଦେଶ ଲକ୍‌ଡାଉନ୍‌ କରାଯାଇଥିବାରୁ କୌଣସି ଶ୍ରମିକ ଓ କର୍ମଚାରୀଙ୍କୁ କାର୍ଯ୍ୟଚ୍ୟୁତ କିମ୍ବା ମଜୁରିରୁ ବଞ୍ଚିତ ନ କରିବାକୁ...

ଏୟାରଫିଲ୍ଡ ଥାନା ଏଏସ୍‌ଆଇଙ୍କ ନାଁରେ ମାମଲା

ଭୁବନେଶ୍ୱର,୭।୧୨(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡିଏନ୍‌ଏ): ଜଣେ ଠିକାଦାରଙ୍କୁ ଠକିବା ଅଭିଯୋଗରେ ଏୟାରଫିଲ୍ଡ ଥାନାର ଏଏସ୍‌ଆଇ ନବଘନ ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଖରୀପୁଟରେ ରହୁଥିବା ଠିକାଦାର ଅନୁପ...

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର...

Coronavirus Update


Archives

Model This Week

Why Dharitri