ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଏବଂ ଢେଙ୍କାନାଳରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, କନ୍ଧମାଳ, କୋରାପୁଟ ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ବେଳେ ୨,୯୩,୭୪୧ଜଣ ସୁସ୍ଥ ହୋଇଛନ୍ତି। ୧୧,୭୧୫ ଜଣ ଚିକିତ୍ସିତ ହେଉଛନ୍ତି। ୧୪୯୫ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri