ଆଜି ଆଉ ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ସୁନ୍ଦରଗଡ଼ରୁ ୩ ଜଣଙ୍କ କରୋନା ଜନିତ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମରୁ ୩ ଏବଂ ଗଜପତି, ଢେଙ୍କାନାଳ, ଭଦ୍ରକ, ସମ୍ବଲପୁର, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ ପ୍ରଥମଥର ପାଇଁ ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାରୁ କରୋନା ଦୁଇ ମୁଣ୍ଡ ନେଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଥିବା ବେଳେ ୨୬,୮୮୭ ଜଣ ସୁସ୍ଥ ହୋଇଛନ୍ତି। ୧୫,୩୭୦ ଜଣ ଚିକିତ୍ସିତ ହେଉଛନ୍ତି। ୨୪୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?