ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ା ଏବଂ ପୁରୀରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, ବଲାଙ୍ଗୀର, କଟକ, କନ୍ଧମାଳ, ମୟୂରଭଞ୍ଜ ଏବଂ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ବେଳେ ୧,୩୩,୪୬୬ଜଣ ସୁସ୍ଥ ହୋଇଛନ୍ତି। ୩୭,୧୪୦ ଜଣ ଚିକିତ୍ସିତ ହେଉଛନ୍ତି। ୬୮୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?