ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଖୋର୍ଦ୍ଧା ଏବଂ କଟକ ଜିଲାରୁ ୩ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ା ଏବଂ ଯାଜପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ଗଜପତି, ଢେଙ୍କାନାଳ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୦,୯୩୭୪ ପହଞ୍ଚିଥିବା ବେଳେ ୧,୭୦,୧୯୩ ଜଣ ଚିକିତ୍ସିତ ହେଉଛନ୍ତି। ୩୮,୩୩୧ ଜଣ ଚିକିତ୍ସିତ ହେଉଛନ୍ତି। ୭୯୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri