ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୩ ଏବଂ କେନ୍ଦୁଝରରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, ବଲାଙ୍ଗୀର, କଟକ, ଗଞ୍ଜାମ, ଝାରସୁଗୁଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ବେଳେ ୩,୦,୪୯୦୮ଜଣ ସୁସ୍ଥ ହୋଇଛନ୍ତି। ୭୩୬୦ ଜଣ ଚିକିତ୍ସିତ ହେଉଛନ୍ତି। ୧୬୪୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri