କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫ ମୃତକଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ୱରରୁ, ମୟୁରଭଞ୍ଜରୁ ୨ ଜଣ, ପୁରୀରୁ ୨ ଜଣ ଏବଂ କଟକ, ବାଲେଶ୍ୱର, ନୟାଗଡ, କନ୍ଧମାଳ, ଢେଙ୍ଗାନାଳ, ମାଲକାନଗିରି ନୂଆପଡା ଜିଲାରୁ ଜଣେ ଲେଖାଏ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ

ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍‌.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ...

୧୫ ନୂତନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗୃହୀତ

ପାରାଦୀପ,୨୩ା୪(ସ୍ବ.ପ୍ର.): ପାରାଦୀପ ପୌର ପରିଷଦ ପକ୍ଷରୁ ଶୁକ୍ରବାର କାଉନ୍‌ସିଲର ବୈଠକ ବସିଥିଲା। ଚଳିତବର୍ଷ ପୌର ନିର୍ବାଚନ ପରେ ଏହା ପ୍ରଥମ ବୈଠକ ଥିଲା। ଏଥିରେ ନବନିର୍ବାଚିତ...

ଆବର୍ଜନାର ପୁରୀ

ପୁରୀ ଅଫିସ,୧୫-୧:ପୁରୀ ହେବ ବିଶ୍ୱର ଐତିହ୍ୟ ସହର। ବଦଳିବ ଏହାର ରୂପରେଖ। ବିଭିନ୍ନ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ କରାଯିବ। ବହୁତଳ ପାର୍କିଂ, ନୂଆ ମାର୍କେଟ କମ୍ପ୍ଲେକ୍ସ,...

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ

ବାରିପଦା ଅଫିସ,୬ା୧୧-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଗାଙ୍ଗରାଜ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ଅବକାରୀ ବିଭାଗ ଚଢ଼ାଉ କରି ୩୬ କେ.ଜି ଗଞ୍ଜେଇ...

ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୫୨୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ...

ୟେସ୍‌ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା

ପୁରୀ ଅଫିସ,୩୦।୩: ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ...

ବାପାଙ୍କୁ କିଡ୍‌ନୀ ଦାନ କଲେ ୨୨ ବର୍ଷୀୟା ଝିଅ

ଭବାନୀପାଟଣା/କୋକସରା,୨୩।୯: କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଗ୍ରାମର ସୁନିଲ ଗର୍ଗ (୪୭)ଙ୍କୁ ତାଙ୍କର ୨୨ ବର୍ଷର ଝିଅ ସଲୋନୀ କିଡ୍‌ନୀ ଦାନ କରି ନୂଆ...

ସାହାରପଡା ବ୍ଲକରେ ଆଉ ୨ ନୂଆ ପଜିଟିଭ ଚିହ୍ନଟ: ୫ ଦିନ ଯାଏଁ ମାଛଗଡ଼ ପଞ୍ଚାୟତ ଶଟ୍‌ଡାଉନ

ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତରେ ଗୁରୁବାର ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସାହାରପଡା ବ୍ଲକରେ ପଜିଟିଭ...

Advertisement
Archives

Model This Week