ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୩୧ ଭିତରେ ମାଟ୍ରିକ ରେଜଲ୍ଟ, ଯୁକ୍ତ ୨ ଖାତା ମୂଲ୍ୟାୟନରେ ରହୁଛି ସମସ୍ୟା

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର...

କରୋନାରେ ହଲିଉଡ୍‌ ରାପର ଫ୍ରେଡ୍‌ ଗଡ୍‌ସନଙ୍କ ନିଧନ

ନ୍ୟୁୟର୍କ: ହଲିଉଡ୍‌ ରାପର ଫ୍ରେଡ୍‌ ଗଡ୍‌ସନଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର ସାମ୍ନାକୁ ଆସିଛି। ଫ୍ରେଡ୍‌ ୩୫ ବର୍ଷ ବୟସରେ ଦୁନିଆରୁ ବିଦାୟ ଦେଇଛନ୍ତି। ଫ୍ରେଡ୍‌ଙ୍କ...

ଓଏଚ୍‌ଆର୍‌ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା...

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମଧ୍ୟରେ ଗଣ୍ଡଗୋଳ: ୩ ଆହତ; ତଦନ୍ତ ଚାଲିଥିବା କହିଲେ ଏସ୍‌ପି

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଜମାଗୋରଡ଼ା ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି।...

ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଓ୍ବାଶିଂଟନ, ୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଶିଶୁ,...

ସନ୍ତାନ ପ୍ରସବ କଲେ କରୋନା ପଜିଟିଭ ମହିଳା

ଆଗ୍ରା,୩୦।୪: ଉତ୍ତରପ୍ରଦେଶ ଆଗ୍ରାରେ ଜଣେ କରୋନା ପଜିଟିଭ ମହିଳା ଗୁରୁବାର ସିଜରିଆନ ସେକ୍ସନ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିଛନ୍ତି। ସରୋଜିନି ନାଇଡୁ ମେଡିକାଲରେ ସେ...

ଏହିସବୁ ରୁଟ୍‌ରେ ସବୁଦିନ ଚାଲିବ ମୋ’ ବସ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍‌’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା...

ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

Play 250+ Trending Games
Archives

Model This Week

Why Dharitri