ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ କେନ୍ଦୁଝର ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ବଲପୁରରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ବରଗଡ଼, ବୌଦ୍ଧ, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ବେଳେ ୨,୮୮,୧୬୮ଜଣ ସୁସ୍ଥ ହୋଇଛନ୍ତି। ୧୩,୧୩୧ ଜଣ ଚିକିତ୍ସିତ ହେଉଛନ୍ତି। ୧୪୪୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?