ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ପୁରୀ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ବେଳେ ୩,୦,୨୭୯୬ ଜଣ ସୁସ୍ଥ ହୋଇଛନ୍ତି। ୮୦୮୮ ଜଣ ଚିକିତ୍ସିତ ହେଉଛନ୍ତି। ୧୬୦୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri