୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨, ସୁନ୍ଦରଗଡ ୪, ସମ୍ବଲପୁରରୁ ୩, ସୁବର୍ନପୁର, ରାୟଗଡା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡା, ନୟାଗଡ, ଭଦ୍ରକ ଏବଂ କଟକ ଜିଲାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ...

୨୮ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ),୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନଫରେନ୍ସ ଜରିଆରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।...

୫୦୮ ଦୀପ ପ୍ରଜ୍ଜ୍ୱୋଳନ କଲେ ଯୁବଗୋଷ୍ଠୀ

ବନ୍ତ,୬ା୪(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁରୋଧ କ୍ରମେ ସାରା ଦେଶରେ ରବିବାର ରାତି ୯ଟାରେ ୯ ମିନିଟ୍‌ ପାଇଁ ଦୀପ ପ୍ରଜ୍ଜ୍ୱୋଳନ କରାଯାଇଥିଲା। ଏହି ଅବସରରେ...

ରାସ୍ତାରେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିବା ପରେ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍‌ ବନ୍ଦ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ...

ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ...

ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ...

‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବିଜୁ ଯୁବ ବାହିନୀ ତରଫରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ‘ମୋ ବେଳାଭୂମି’ ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳରୁ ଆବର୍ଜନା ମୁକ୍ତ...

Advertisement


Archives

Model This Week

Why Dharitri