୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୪ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨, ନୂଆପଡା ୨, ସୁନ୍ଦରଗଡ ୨, ମୟୁରୁଭଞ୍ଜ ୨, ଖୋର୍ଦ୍ଧା, ସମ୍ବଲପୁର, କଟକ, କଳାହାଣ୍ଡି, କେନ୍ଦ୍ରାପଡା ଜଣ ଲେଖାଏ ଥିବାବେଳେ ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଜୋର୍‌ ଧରିଲା: ନିର୍ଭୁଲ ମାର୍କିଂ ପାଇଁ ଡିଜିପିଏସ୍‌ ସର୍ଭେ;ଖୋଲିଲା କଣ୍ଟ୍ରୋଲ ରୁମ୍‌, ସିଧା ସଳଖ କଥା ହେବେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୧୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ଥିବା ମଠ, ହୋଟେଲ, ଲଜିଂ, ଧର୍ମଶାଳା, ଦୋକାନ...

‘ବିଜେଡି, ଭାଜପା ସହ ଯିଏ ସମ୍ପର୍କରେ ଅଛ ସଜାଗ ରୁହ’

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଯିଏ କଂଗ୍ରେସରେ ରହି ବିଜେଡି ଏବଂ ଭାଜପା ସହ ସମ୍ପର୍କରେ ଅଛ ସେମାନେ ଆଉ ଏ ଦଳରେ ରୁହନାହିଁ। ସେମାନଙ୍କ ବିଷୟରେ ମୋ ପାଖରେ...

ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ।...

ସିୱାଇଏସ୍‌ଡିର ବଜେଟ୍‌ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍‌ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର...

ସିଫାରେ ଚାକିରି କରାଇଦେବାକୁ କହି ୩ ଲକ୍ଷ ଠକେଇ

ପୁରୁଣା ଭୁବନେଶ୍ୱର, ୨୯।୨ (ଡି.ଏନ.ଏ.): ମାଟ୍ରିକ ଯାଏ ପଢିଥିଲେ ପାଠ। ପାଖରେ ସମ୍ବଳ ନ ଥିବାରୁ ଆଉ ପଢି ପାରିଲେନି। ସେତିକିରେ ସନ୍ତୁଷ୍ଟ ହେବାକୁ ପଡିଲା।...

ହାଇବ୍ରିଡ ମିଡ୍‌ଟର୍ମ ଏଣ୍ଡକୋନ୍‌ ଟିମ୍‌କୁ ରାଜ୍ୟପାଳଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରର କାର୍ଯ୍ୟକ୍ରମ ‘ହାଇବ୍ରିଡ ମିଡ୍‌ଟର୍ମ ଏଣ୍ଡକୋନ୍‌-୨୦୨୧’ ନିମନ୍ତେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବରିଷ୍ଠ ଚିକିତ୍ସକ ଡା. ମନୋଜ କୁମାର ସାହୁ...

ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୮।୧୦: ଓଡ଼ିଶା ହାଇକୋର୍ଟ ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ। ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧୧,୧୬,୧୮,୨୧ ଓ ୨୨ ତାରିଖରେ ଅବକାଶକାଳୀନ ଖଣ୍ଡପୀଠ...

ସ୍ତ୍ରୀଙ୍କୁ ଟ୍ରଲିରେ ନେବା ପ୍ରସଙ୍ଗ: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପୁରୀ ଜିଲା ସତ୍ୟବାଦୀ ବ୍ଲକର କବୀର ଭୋଇ ସ୍ତ୍ରୀଙ୍କୁ ପୁରୀରୁ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ନିଜେ ଟ୍ରଲିରେ ବୋହିନେବା ଘଟଣା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର...

Advertisement


Archives

Model This Week