ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ୱରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ନୟାଗଡ଼, ସୁନ୍ଦରଗଡ଼ ଏବଂ ପୁରୀରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବୌଦ୍ଧ, ଦେବଗଡ଼, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ,ମୟୂରଭଞ୍ଜ ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ରେ ପହଞ୍ଚିଥିବା ବେଳେ ୨,୧୦,୨୧୭ ଜଣ ସୁସ୍ଥ ହୋଇଛନ୍ତି। ୨୯,୭୭୦ ଜଣ ଚିକିତ୍ସିତ ହେଉଛନ୍ତି। ୯୫୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା, କହିଲେ ଏହି ସରକାର…

ନୂଆଦିଲ୍ଲୀ,୧୧ା୧୨: ଶିବସେନା (UBT) ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ନିର୍ବାଚନ...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri