ରାଜ୍ୟରେ କମୁନି କରୋନା: ଆଜି ଆଉ ୧୮ ଜୀବନ ନେଲା, ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ କଟକ ଜିଲାରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଏବଂ ବାଲେଶ୍ୱରରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଯାଜପୁର ଏବଂ ସୁନ୍ଦରଗଡ଼ରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ମୟୂରଭଞ୍ଜ, ନବରଙ୍ଗପୁର, ପୁରୀ ଏବଂ ଜଗତସିଂହପୁର ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ବେଳେ ୨,୨୭,୬୧୫ ଜଣ ସୁସ୍ଥ ହୋଇଛନ୍ତି। ୨୫,୯୫୪ ଜଣ ଚିକିତ୍ସିତ ହେଉଛନ୍ତି। ୧୦୪୦ ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri