ପୁଣି କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ ସର୍ବାଧିକ ୪ ଜଣ ମୃତ୍ୟୁବରଣ କରିଛନ୍ତି। ଖୋର୍ଦ୍ଧା ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ବୌଦ୍ଧ, ଦେବଗଡ ଗଜପତି, ମାଲକାନଗିରି ଓ ପୁରୀ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି,...

ଗାଡ଼ିରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ ଗଞ୍ଜେଇ

ବରଗଡ଼ ଅଫିସ୍‌,୧୭।୭: ସୋନପୁରରୁ ଛତିଶଗଡ଼ ଚାଲାଣ ହେଉଥିବା ବେଳେ ୨ଟି ଗଞ୍ଜେଇ ବୋଝେଇ କାର୍‌କୁ ବରଗଡ଼ ଜିଲା ସୋହେଲା ପୋଲିସ ଜବତ କରିଛି। ଜବତ ଗଞ୍ଜେଇର...

ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି...

ଓଲଟିଲା ମାଲବାହୀ ଟ୍ରେନ ବଗି

କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି...

ପାଣି, ସେଲରୁ ବିଦ୍ୟୁତ୍‌ ଉତ୍ପାଦନ କଲେ ଅଜୟ

ଖୋର୍ଦ୍ଧା ଅଫିସ,୧୧ା୭: କିଛି ନୂଆ କରିବାର ନିଶା ହିଁ ଉଦ୍ଭାବନର ବାଟ ଦେଖାଇଥାଏ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ...

ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର...

୨୧ରୁ ଭୋଟର ତାଲିକା ସଂଶୋଧନ ନେଇ ସ୍ବତନ୍ତ୍ର ଡ୍ରାଇଭ୍‌

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି। ଆସନ୍ତା ୨୧ ତାରିଖରୁ ଏ ନେଇ ସ୍ବତନ୍ତ୍ର ଡ୍ରାଇଭ ମଧ୍ୟ ଆରମ୍ଭ ହେବ।...

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ...

Advertisement
Archives

Model This Week