ଆଜି ରାଜ୍ୟରୁ ସର୍ବାଧିକ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୪୦କୁ ବୃଦ୍ଧି

ଭୁବନେଶ୍ୱର,୭ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଶୁକ୍ରବାର ୧୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ ଏବଂ ଗଞ୍ଜାମରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, କଟକ, ଦେବଗଡ଼, ଝାରସୁଗୁଡ଼ା,ବଲାଙ୍ଗୀର, ଗଜପତି ଏବଂ କଳାହାଣ୍ଡିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୨,୪୦୦ରେ ପହଞ୍ଚିଥିବା ବେଳେ ୪,୨୩,୨୫୭ ଜଣ ସୁସ୍ଥ ହୋଇଛନ୍ତି। ୮୬,୯୫୦ ଜଣ ଚିକିିତ୍ସିତ ହେଉଛନ୍ତି। ୨୧୪୦ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri