CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ଉଭୟ ମହିଳା

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଉଭୟ ମହିଳା ହୋଇଥିବା ବେଳେ ଜଣେ ୪୮ ବର୍ଷୀୟା ଏବଂ ଅନ୍ୟ ଜଣେ ୩୯ ବର୍ଷୀୟା। ତେବେ ଦ୍ୱିତୀୟ ମହିଳା ଜଣଙ୍କ କିଡ୍‌ନୀରେ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାଳିଲେନି, ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୫ ହଜାର ଦେଲେ ଛାତ୍ରୀ

ଭଞ୍ଜନଗର,୭।୪(ଡି.ଏନ.ଏ)-ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କ ଝିଅ ଆଦ୍ୟାଶା ଗତ ୪ ତାରିଖରେ ନିଜ ଜନ୍ମଦିନ ପାଳନ ନ କରି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ (କୋଭିଡ୍‌ ଫଣ୍ଡ)କୁ...

ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍‌ସି ଆର୍ଥିକ ସହାୟତା କରିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ...

ଅଧାରେ ଅଟକିଛି ୨୨ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୪।୧୨: କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୁରଣ ପ୍ରଦାନରେ ବିଳମ୍ବ କାରଣରୁ ଜାତୀୟ ରାଜପଥ(ଏନ୍‌ଏଚ୍‌) ନିର୍ମାଣରେ ଅଗ୍ରଗତି ଆଶାନୁରୂପ ହୋଇପାରୁନାହିଁ। ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ସହଜ କରିବା...

ଏଥର ଝିଅ ଆଗରେ

କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ...

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ,...

ଏସିପି, ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର-କଟକ କମିଶନରେଟ ପୋଲିସ୍‌ରେ ଏସିପି ଓ ଇନ୍ସପେକ୍ଟର ସ୍ତରରେ ଶୁକ୍ରବାର ଅଦଳବଦଳ ହୋଇଛି। ଜଣେ ଏସିପି ଓ ୧୪ ଜଣ ଇନ୍ସପେକ୍ଟରଙ୍କୁ ବଦଳି...

ବିଦ୍ୟୁତ୍‌ ବିଲ୍‌ ନାହିଁ: ଆବାସ ତାଲିକାରୁ ନାମ ବାଦ୍‌

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୁରଣାବସନ୍ତ ପଞ୍ଚାୟତର ବହୁ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇନାହାନ୍ତି। ଏଥିସହ ତାଲିକାରେ ସାମିଲ ହୋଇଥିବା...

ଦକ୍ଷିଣ ଆଣ୍ଡାମାନରେ ମୌସୁମୀ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ନିକୋବର ଓ ଦକ୍ଷିଣ ଆଣ୍ଡାମାନ ଉପକୂଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏ ନେଇ ଶୁକ୍ରବାର ଭାରତୀୟ...

Advertisement
Archives

Model This Week