CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ଉଭୟ ମହିଳା

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଉଭୟ ମହିଳା ହୋଇଥିବା ବେଳେ ଜଣେ ୪୮ ବର୍ଷୀୟା ଏବଂ ଅନ୍ୟ ଜଣେ ୩୯ ବର୍ଷୀୟା। ତେବେ ଦ୍ୱିତୀୟ ମହିଳା ଜଣଙ୍କ କିଡ୍‌ନୀରେ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଜନ୍ମଦିନ ଲାଗି ସେବା ସପ୍ତାହ ପାଳନ କରିବ ଭାଜପା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହକୁ ଭାଜପା ପକ୍ଷରୁ...

ଦିନକୁ ୨୦୦ ଜଣଙ୍କ ସହ ଭାବ ବିନିମୟ କରୁଛନ୍ତି ମୋଦି

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ଭାଇରସ୍‌ ବିରୋଧରେ ଭାରତର ଲଢ଼େଇ ସମ୍ପର୍କରେ ମତାମତ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିୟମିତ ଭାବେ ଦେଶବାସୀଙ୍କ ସହ ଯୋଗାଯୋଗ କରୁଛନ୍ତି।...

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା...

ରାଜ୍ୟ ସ୍କାଉଟ୍‌ ଗାଇଡ୍‌ର ମୁଖ୍ୟ ଆୟୁକ୍ତଙ୍କୁ ‘ଏସିଆ ତାରକା’ ସମ୍ମାନ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍‌ସ ଏବଂ ଗାଇଡ଼ସର ରାଜ୍ୟ ମୁଖ୍ୟ ଆୟୁକ୍ତ ତଥା ଜାତୀୟ ପରିଷଦର ଉପସଭାପତି ଡ. କାଳିପ୍ରସାଦ ମିଶ୍ରଙ୍କୁ ‘ଏସିଆ...

ବିଧାୟକ ବ୍ୟୋମକେଶ ରାୟ କରୋନା ସଂକ୍ରମିତ

ଭଦ୍ରକ ଅଫିସ, ୩୧।୮: ଚାନ୍ଦବାଲି ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧକ୍ଷ ବ୍ୟୋମକେଶ ରାୟ କରୋନା ସଂକ୍ରମିତ ହୋଇଥିବା ନିଜ ଟୁଇଟର ମାଧ୍ୟମରେ ସୂଚନା...

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ...

କରୋନାକୁ ହରାଇଲେ କେନ୍ଦ୍ରାପଡ଼ାର ଏହି ବୃଦ୍ଧ ଦମ୍ପତି: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ବୟସ୍କ ଏବଂ ଅନ୍ୟ ରୋଗରେ ଆକ୍ରାନ୍ତ ବ୍ୟକ୍ତିବିଶେଷଙ୍କ ଏଥିରେ ସଂକ୍ରମିତ ହେବାର...

ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧...

Coronavirus Update


Archives

Model This Week

Why Dharitri