CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ମୃତକ ଦ୍ୱୟ ଗଞ୍ଜାମ ଜିଲାର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri