ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୬

ଭୁବନେଶ୍ୱର,୭ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍‌ ଲାଗୁନି। ସୋମବାର ଆଉ ୨୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮,୭୫୪କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେବଳ ଖୋର୍ଦ୍ଧା ଜିଲାରୁ ୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡିରୁ ୪ ଏବଂ କଟକରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଜଗତସିଂହପୁର ଏବଂ ନୟାଗଡ଼ରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର ଏବଂ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୮,୩୦୮ରେ ପହଞ୍ଚିଥିବା ବେଳେ ୧୨,୩୭,୯୭୬ ଜଣ ସୁସ୍ଥ ହୋଇଛନ୍ତି। ୨୧,୫୨୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୭୫୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଶୁଟିଂ ହେବ ନନ୍ଦିତାଙ୍କ ଚଳଚ୍ଚିତ୍ର

ଭୁବନେଶ୍ୱର,୧୮।୨(ବ୍ୟୁରୋ): ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ଆଗାମୀ ଚଳଚ୍ଚିତ୍ର ଭୁବନେଶ୍ୱରରେ ଶୁଟିଂ ହେବ। ଏଥିରେ କମେଡିଆନ କପିଲ ଶର୍ମା ଓ ଶାହାନା ଗୋସ୍ବାମୀ ଅଭିନୟ କରିବେ। ଚଳିତ...

ଓଡ଼ିଶାର ପ୍ରଥମ ମହିଳା ଜିଲାପାଳ ଚନ୍ଦ୍ରମଣୀ ନାରାୟଣ ସ୍ବାମୀଙ୍କ ଦେହାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ଜିଲାପାଳ ଚନ୍ଦ୍ରମଣୀ ନାରାୟଣ ସ୍ବାମୀଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ରବିବାର ଦେହାନ୍ତ ହୋଇଛି। ତାଙ୍କୁ ୮୧ବର୍ଷ ହୋଇଥିଲା। ଓଡ଼ିଶା କ୍ୟାଡରର ଆଇଏଏସ୍‌...

ପ୍ରଦୀପ୍ତଙ୍କ ଅସୁସ୍ଥତା ବିରୋଧୀଙ୍କୁ ମୌକା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୨ରେ ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି। ବିରୋଧୀ ଦଳ ନେତା ପଦବୀ ପାଇଁ ବିଧାୟକମାନଙ୍କ...

ନନ୍ଦନକାନନକୁ ଆସିଲେ ୨ ନୂଆ ପ୍ରଜାତିର ୪ମାଙ୍କଡ଼

ବାରଙ୍ଗ,୪।୧୦(ଡି.ଏନ୍‌.ଏ.) : ନନ୍ଦନକାନନକୁ ଗୁରୁବାର ୪ଟି କ୍ୟାପଚୁନ୍‌ ଓ ଛୋଟ ଗୁଣ୍ଡୁଚିମାଙ୍କଡ ଅଣାଯାଇଛି। ଏହି ମାଙ୍କଡ ଆଗରୁ ନନ୍ଦନକାନନରେ ଥିବାବେଳେ ଏମାନଙ୍କ ବଂଶ ଲୋପପାଇଯାଇଥିଲା। ପଶୁପକ୍ଷୀ...

ଏନ୍‌ଓସି ଦେଇଛି ଏନ୍‌ଏମ୍‌ଏ: ରାଜ୍ୟ ସରକାର

ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି...

ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର...

ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା

ମାଲକାନଗିରି,୧୭-୯(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ...

Advertisement
Archives

Model This Week