ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିପରି ବରଗଡ ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ ନୂଆପଡା ଓ ପୁରୀର ଜଣେ ଲେଖାଏ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ବଜେଟ: ଓଡ଼ିଶାକୁ ଅଣଦେଖା

ଭୁବନେଶ୍ୱର,୨।୨(ବ୍ୟୁରୋ): ସବୁ ସମୟରେ ଓଡିଶା କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବର ଶିକାର ହୋଇ ଆସୁଛି। ଶନିବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ୨୦୨୦-୨୧ ଆର୍ଥିକବର୍ଷର ବଜେଟରେ...

କେନ୍ଦ୍ର ସରକାରଙ୍କୁ କେଜରିୱାଲଙ୍କ ଅନୁରୋଧ: ସବୁ ଭାରତୀୟଙ୍କୁ ମିଳୁ ମାଗଣା ଟିକା

ନୂଆଦିଲ୍ଲୀ,୯ ।୧: କରୋନା ଭାଇରସ ଭ୍ୟାକ୍ସିନ ଏବେ ଶେଷ ପର୍ଯ୍ୟାୟରେ । ଭ୍ୟାକ୍ସିନେଶନ ପାଇଁ କେବେବି ତାରିଖ ଘୋଷଣା କରାଯାଇପାରେ । ଅନୁମାନ କରାଯାଉଛି କି...

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୮ କୁ ବୃଦ୍ଧି...

ଗହୀରମଥାରେ ବିରଳ ପ୍ରଜାତିର ବଗ

ମହାକାଳପଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ ପ୍ରତିବର୍ଷ ସାଇବେରିଆରୁ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କ ଆଗମନ କରିଥାନ୍ତି। ସାଧାରଣତଃ...

ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ

କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ...

ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର

ପୁରୀ ଅଫିସ, ୧୧। ୧୦:  ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର। ପୁରୁଣା ସ୍ବର୍ଗଦ୍ୱାରକୁ ସୁବ୍ୟବସ୍ଥିତ ଢଙ୍ଗରେ ଦିଆଯାଉଛି ନୂଆ ରୂପ। ମୃତଦେହକୁ ଉଚିତ ସମ୍ମାନ ଓ ପରିଜନଙ୍କୁ...

ଆରୋଗ୍ୟ ସେତୁ ଆପ୍‌ର ରେକର୍ଡ: ୪୫ ଦିନରେ ୧୩ କୋଟି ଡାଉନଲୋଡ୍‌

ନୂଆଦିଲ୍ଲୀ, ୧୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ଆପ୍‌ ଜାରି କରାଯାଇଛି। ଗତ ୪୫ ଦିନ ମଧ୍ୟରେ...

ତେଲଙ୍ଗାନାରେ ପୁଣି ୧୪ ଦିନ ବଢ଼ିବ ଲକ୍‌ଡାଉନ୍‌

ହାଇଦ୍ରାବାଦ,୭।୪: ଭାରତରେ ଲକ୍‌ଡାଉନ୍‌ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଥିବା ବେଳେ ପରିସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବାର ସମ୍ଭାବନା ରହିଛି। ହେଲେ...

Advertisement


Archives

Model This Week