ଆଜି ୨୨ ଜୀବନ ନେଲା କରୋନା

ଭୁବନେଶ୍ବର,୧୫।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୨୨ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି।
ବାଲେଶ୍ବର ଜିଲାରୁ ସର୍ବାଧିକ ୬ଜଣ ମୃତକ ଅଛନ୍ତି। ଖୋର୍ଦ୍ଧାରୁ ୫ ଜଣ,କଟକ ଓ ଢେଙ୍କାନାଳ ଜିଲାରୁ ୩ ଜଣ ଲେଖାଏ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲାରୁ ୨ ଜଣ ମୃତକ ଥିବାବେଳେ ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri