ଡରାଉଛି ମୃତ୍ୟୁସଂଖ୍ୟା: ପୁଣି ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୩୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ, ନୂଆପଡା, ରାୟଗଡା, ଓ ସୁନ୍ଦରଗଡରୁ ସର୍ବାଧିକ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ଅନୁଗୋଳ ଜିଲାରୁ ୨ ଜଣ ପ୍ରାଣ ହରାଇଛନ୍ତି। ପୁରୀ ଓ ଗଜପତି ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୫୨ ହଜାର ଟପିଲା

ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ଦେଖାଦେଇଛି। ପୃଥିବୀରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଲକ୍ଷେ ୯୭ ହଜାର ୩୫୪ ରହିଛି। ସେହିପରି ସଂକ୍ରମିତଙ୍କ...

୬ରେ ଲଘୁଚାପ

ଭୁବନେଶ୍ୱର, ୩।୪(ବ୍ୟୁରୋ): ଆସୁଛି ଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ...

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ...

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ...

ବଡ଼ ପଦକ୍ଷେପ: ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି...

୨ବର୍ଷର ପୁଅକୁ ଧରି ଟ୍ରେନ୍‌ ଆଗକୁ ଡେଇଁଲେ ମହିଳା

ରୂପ୍‌ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍‌ ଅଧୀନ ରୂପ୍‌ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ...

ମୃତ୍ୟୁ ପୂର୍ବରୁ ଭାଇରାଲ ହେଲା କରୋନା ରୋଗୀଙ୍କ ଶେଷ ଭିଡିଓ

ହାଇଦ୍ରାବାଦ,୨୯।୬: ମୁଁ ନିଃଶ୍ୱାସ ନେଇପାରୁନି…ଭେଣ୍ଟିଲେଟର ବି ହଟାଇ ନିଆଯାଇଛି…ବାୟ ଡାଡି ବାୟ…। ହାଇଦ୍ରାବାଦରୁ ବିଚଳିତ କରିଦେବା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ବାପାଙ୍କଠାରୁ...

ବିବନଙ୍କ ଆଜି ହେବ ଟିଆଇ ପରେଡ

ଭୁବନେଶ୍ୱର(ବ୍ୟୁରୋ),୩।୩:ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଅଫ୍‌ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ହେବ। ଝାରପଡ଼ା ଜେଲ୍‌ରେ ମଧ୍ୟାହ୍ନରେ ବିଚାର ବିଭାଗୀୟ...

Advertisement
Archives

Model This Week