ଡରାଉଛି ମୃତ୍ୟୁସଂଖ୍ୟା: ପୁଣି ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୩୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ, ନୂଆପଡା, ରାୟଗଡା, ଓ ସୁନ୍ଦରଗଡରୁ ସର୍ବାଧିକ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ଅନୁଗୋଳ ଜିଲାରୁ ୨ ଜଣ ପ୍ରାଣ ହରାଇଛନ୍ତି। ପୁରୀ ଓ ଗଜପତି ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ରେ ଫଟୋ ସାମ୍ବାଦିକ ପଡ଼ିବା ଘଟଣା: ପିଡବ୍ଲ୍ୟୁଡି ଉପରେ ଦୋଷ ଲଦିଲା ବିଏମ୍‌ସି

ଭୁବନେଶ୍ୱର, ୧୩ା୧ (ବ୍ୟୁରୋ): ହକି ବିଶ୍ୱକପ ପାଇଁ ରାଜଧାନୀର ରାସ୍ତାଘାଟ ମରାମତି ଠାରୁ ଆରମ୍ଭ କରି ସହରର ସୌନ୍ଦର୍ଯ୍ୟକରଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି।...

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ...

ରାଜଧାନୀରେ ମିଠା ଦୋକାନୀଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଘଟିଛି ନିର୍ମମ ହତ୍ୟାକାଣ୍ଡ। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁରସ୍ଥିତ ଦୁର୍ଗାମଣ୍ଡପ ନିକଟରେ ଜଣେ ମିଠା ଦୋକାନୀଙ୍କୁ ହତ୍ୟା କରିଛନ୍ତି ଜଣେ ମିଠା...

ଭାଇଜାନଙ୍କ ଫିଲ୍ମ ‘ରାଧେ’ରେ ଓଡ଼ିଆ ଅଭିନେତା ରାମ ସିର୍କା

କେନ୍ଦୁଝର, ୨୫ା୩ : ଇଛା ଥିଲେ ହାସଲ କରିହେବ ସବୁ କିଛି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ବଲିଉଡ୍‌ରେ ପରିଚୟ ସୃଷ୍ଟି କରିଥିବା ଆଦିବାସୀ ଯୁବକ...

ଜାତୀୟ ଆନ୍ତଃ ବିଭାଗୀୟ ହକିରେ ଓଡ଼ିଆଙ୍କ କୃତିତ୍ୱ

ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି):ହକି ଇଣ୍ଡିଆ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ବୁଧବାର ଜାତୀୟ ଆନ୍ତଃ ବିଭାଗୀୟ ହକି ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଫାଇନାଲରେ ପେଟ୍ରୋଲିୟମ ସ୍ପୋଟର୍‌ସ ପ୍ରମୋଶନ...

ପୁରୀରେ ସେବାୟତଙ୍କୁ ହତ୍ୟା

ପୁରୀ ଅଫିସ, ୧୬।୩ : ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୁରୀ ବାରବାଟୀ ନିକଟରେ ଗୁଳି...

ସଂସଦରେ ଓଡ଼ିଶା ସମସ୍ୟା ଉଠାଅ

ଭୁବନେଶ୍ୱର,୧୭।୭(ବ୍ୟୁରୋ): କିଛିଦିନ ହେଲା ଭାଜପାର କେତେକ ନିଷ୍ପତ୍ତି ଏବଂ ଅନେକ କିଛି ରାଜନୈତିକ ଘଟଣାକ୍ରମ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ ଆଦି କଥାକୁ...

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ...

Advertisement
Archives

Model This Week