ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ପୁରୀ, କେନ୍ଦ୍ରାପଡା ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, ସମ୍ବଲପୁର, ରାୟଗଡା, ନୂଆପଡା, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ବାଲେଶ୍ୱର, ବରଗଡ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...

ରୋକାଗଲା ନାବାଳିକା ବିବାହ

ଗଣିଆ,୫ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତରେ ମଙ୍ଗଳବାର ଏକ ନାବାଳିକା ବିବାହ ରୋକାଯାଇଛି। ୧୬ ବର୍ଷ ବୟସର ନାବାଳିକାଙ୍କ ମା’ କଟକ...

୨୭ରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ତାରିଖରେ...

ଅନ୍ୟମାନଙ୍କ ପାଇଁ ସାଜିଲେ ପ୍ରେରଣା: ସଡ଼କ ଦୁର୍ଘଟଣାରେ ମୃତ ପ୍ରିୟଙ୍କାଙ୍କ କିଡ୍‌ନୀ, ଚକ୍ଷୁ ଦାନ କଲେ ପରିବାର

ଦିଗପହଣ୍ଡି,୪।୨(ଡି.ଏନ୍‌.ଏ.): ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କାରାଣୀ ରାଜୁ(୨୬)ଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ...

୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ

ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ...

ବଜାରରେ ଡିଜାଇନ୍‌ ପାଇନ ଟ୍ରି

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ଆରମ୍ଭ ହୋଇଯାଇଛି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉମାତ୍ର କିଛିଦିନ ବାକି ରହିଥିବାବେଳେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଲାଣି। ସହରର ଛକ, ବଜାରରେ କ୍ରିସ୍‌ମାସ...

ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର...

ଜେଜେ ପ୍ରେରଣାର ଉତ୍ସ

ମୋର ସ୍ବର୍ଗତ ଜେଜେବାପା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ମହାନ୍ତି ଥିଲେ ଜଣେ ମିଷ୍ଟଭାଷୀ, ପରୋପକାରୀ ତଥା ଆଧ୍ୟାତ୍ମିକ ବିଚାରସମ୍ପନ୍ନ ମଣିଷ। ତାଙ୍କର ରାଜନୈତିକ...

Advertisement
Archives

Model This Week