ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡ଼ାରୁ ବି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୮,୨୨୮ରେ ପହଞ୍ଚିଥିବା ବେଳେ ୧୦,୩୭,୩୮୭ଜଣ ସୁସ୍ଥ ହୋଇଛନ୍ତି। ୨୩୮୫ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା ଜୋର ଧରିଲା

ପୁରୀ ଅଫିସ,୧୭ା୨: ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ସ୍କ୍ବାଡ୍‌ ଗଠନ କରାଯାଇଥିବା ବେଳେ...

ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍‌ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍‌ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି...

ଡାଏଲିସିସ୍‌ ନ ପାଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

କଟକ ଅଫିସ,୯। ୮: ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଚିକିତ୍ସା ଅବହେଳାରୁ ଜଣେ କରୋନା ଆକ୍ରାନ୍ତଙ୍କ ମତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତାଙ୍କର ଡାଏଲିସିସ୍‌ କରାଗଲା ନାହିଁ...

ଓଡ଼ିଶା ବୃତ୍ତିଗତ ଶିକ୍ଷାନୁଷ୍ଠାନ ବିଲ୍‌ ପାରିତ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ହଟ୍ଟଗୋଳ ମଧ୍ୟରେ ଶୁକ୍ରବାର ବିଧାନସଭାରେ ଓଡ଼ିଶା ବୃତ୍ତିଗତ ଶିକ୍ଷାନୁଷ୍ଠାନ (ରେଗୁଲେଶନ ଅଫ୍‌ ଆଡ୍‌ମିଶନ ଆଣ୍ଡ ଫିକ୍ସେଶନ ଅଫ୍‌ ଫି) ସଂଶୋଧନ ବିଲ୍‌-୨୦୨୧ ବାଚନିକ ମତଦାନରେ...

ସଂକ୍ରମଣ ଶୀର୍ଷ ଅତିକ୍ରମ କରି ସାରିଛି କେରଳ: ଏମ୍ସ୍‌…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଆତଙ୍କ ସୃଷ୍ଟି ହୋଇଛି। କେରଳରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଯୋଗୁ ଦେଶର...

‘ମୋ ବସ୍‌’କୁ ଦେଶର ଶ୍ରେଷ୍ଠ ସିଟି ବସ୍‌ ସେବା ସମ୍ମାନ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ‘ମୋ ବସ୍‌’ ଭାରତର ଶ୍ରେଷ୍ଠ ସିଟି ବସ୍‌ ସେବା ଭାବେ ପୁରସ୍କୃତ ହୋଇଛି। ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଚାଲିଥିବା ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍‌ଆଇ)...

CORONAVIRUS UPDATE:ରାଜ୍ୟରେ ଶତକ ଛୁଇଁଲା ୭ ଜିଲା; ସର୍ବାଧିକ ଆକ୍ରାନ୍ତ ତାଲିକା ଶୀର୍ଷରେ ଗଞ୍ଜାମ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ...

ଘରେ ରହିବାକୁ ଅମଙ୍ଗ ଲଣ୍ଡନ ଲୋକେ: ଲକ୍‌ଡାଉନ୍‌ ବଢ଼ିପାରେ ୧୨ ସପ୍ତାହ; ଖିଲାପକାରୀଙ୍କୁ ୯୩ ହଜାର ଜରିମାନା

ଲଣ୍ଡନ,୨୯।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇଂଲଣ୍ଡରେ ମଧ୍ୟ ଏହାର ପ୍ରଭାବ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌...

Advertisement
Archives

Model This Week