ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧା, ନୟାଗଡ଼ ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୨,୯୯୩ରେ ପହଞ୍ଚିଥିବା ବେଳେ ୧୦,୩୦,୮୮୯ଜଣ ସୁସ୍ଥ ହୋଇଛନ୍ତି। ୩୬୫୧ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୩୫୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri