ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କଟକ, ସୁନ୍ଦରଗଡ଼ ଏବଂ ଜଗତସିଂହପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୦୭୭ରେ ପହଞ୍ଚିଥିବା ବେଳେ ୧୦,୨୧,୭୪୨ଜଣ ସୁସ୍ଥ ହୋଇଛନ୍ତି। ୪୯୯୭ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ: ୭ ଯାଏ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଏଥିସହିତ ଛତିଶଗଡ଼ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ...

କରୋନା ଔଷଧ-ଅକ୍ସିଜେନ୍‌ ସିଲିଣ୍ଡର ହେଉ ଟିକସ ମୁକ୍ତ: ମମତା…

କୋଲକାତା, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସାଧାରଣ ଲୋକଙ୍କ ସୁବିଧା ପାଇଁ କରୋନା ଔଷଧ,ଅକ୍ସିଜେନ୍‌ ସିଲିଣ୍ଡରକୁ ଟିକସ ମୁକ୍ତ କରିବା ଲାଗି ପଶ୍ଚିମବଙ୍ଗ...

ହକି ବିଶ୍ୱ କପ୍‌ ପାଇଁ ୬୭ କୋଟି ଖର୍ଚ୍ଚ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍‌ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର...

ରାଧାରାଣୀପଡା ଶୀତଳଷଷ୍ଠୀ ଥାଳଉଠା ଉଠିଲା

ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ରାଧାରାଣୀପଡା ଶୀତଳଷଷ୍ଠୀ ପୂଜା କମିଟି ପକ୍ଷରୁ ଚଳିତବର୍ଷ ଶୀତଳଷଷ୍ଠୀ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପବିତ୍ର...

ଓଡ଼ିଶା ପର୍ଯ୍ୟଟନକୁ ସାହା ‘ରୋଡ୍‌ ଟ୍ରିପ୍‌’

ଭୁବନେଶ୍ୱର,୪। ୮(ବ୍ୟୁରୋ): କରୋନା ସ୍ଥିତି ସୁଧୁରିବା ପରେ ଓଡ଼ିଶା ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ସଡକ ପଥେ ପର୍ଯ୍ୟଟନ’ କାର୍ଯ୍ୟକ୍ରମ...

ପିଲାଙ୍କ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ପିଲାଙ୍କ ଉତ୍ତମ ଚରିତ୍ର ଓ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ସେମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଶନିବାର...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦାବି ଭାରତରେ ୫୦ ପ୍ରତିଶତ ନେଇଛନ୍ତି କରୋନା ଟିକାର ଦ୍ୱିତୀୟ ଡୋଜ

ନୂଆଦିଲ୍ଲୀ,୫ ।୧୨: କରୋନା ଲଢେଇରେ ଭାରତ ଆଉ ଏକ ଉପଲବ୍ଧି ନିଜ ନାଁରେ କରିଥିବା ଦାବି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ରବିବାର...

ଯୁବ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଗୋପାଳପୁରଠାରେ ବିଜୁ ଆଡ୍‌ଭେଞ୍ଚର ପାର୍କକୁ ଭର୍ଚୁଆଲରେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,...

Advertisement
Archives

Model This Week