ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କଟକ, ସୁନ୍ଦରଗଡ଼ ଏବଂ ଜଗତସିଂହପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୦୭୭ରେ ପହଞ୍ଚିଥିବା ବେଳେ ୧୦,୨୧,୭୪୨ଜଣ ସୁସ୍ଥ ହୋଇଛନ୍ତି। ୪୯୯୭ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର...

ସସ୍ମିତ ପାତ୍ର ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲକୁ ମନୋନୀତ

ଭୁବନେଶ୍ୱର,୨୪ା୭(ବ୍ୟୁରୋ)- ରାଜ୍ୟ ସଭା ପାଇଁ ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଉପାଧ୍ୟକ୍ଷ ପ୍ୟାନଲର ପୁନର୍ଗଠନ କରିଛନ୍ତି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଏହି...

ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର...

୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ...

୩ ସାଙ୍ଗଙ୍କ ମୃତଦେହ ମିଳିଲା

କଟକ ଅଫିସ,୨୭।୧୧: କଟକ ମହାନଦୀର ଭଦିମୂଳ ଘାଟରେ ବୁଡ଼ି ଯାଇଥିବା ୪ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ...

ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି...

ମା’ପରି କିଏ ହେବ

ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ।...

‘ଶିଳ୍ପବିହୀନ ଜିଲାକୁ ଦିଆଯିବ ପ୍ରାଥମିକତା’

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜ୍ୟରେ ଶିଳ୍ପପୁଞ୍ଜ ଓ ଶିଳ୍ପ ପ୍ରତିଷ୍ଠାନ ସ୍ଥାପନ ବେଳେ ଶିଳ୍ପବିହୀନ ଜିଲାଗୁଡ଼ିକୁ ପ୍ରାଥମିକତା ଦିଆଯିବ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଆଞ୍ଚଳିକ...

Advertisement
Archives

Model This Week