ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୩୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୩୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍ ମିଶାଇଲ୍ ବୁଡ଼ାଜାହାଜ ଆଇଏନ୍ଏସ୍ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…
କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…
ଓ୍ବାଶିଂଟନ୍,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…